ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗର ସ୍ୱାମୀ ଜଗବନ୍ଧୁ ଚାନ୍ଦକୁ ଗିରଫ କଲା ପୁଲିସ

The Sakala Picture
Published On

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ୍‌ର ସ୍ୱାମୀ ଜଗବନ୍ଧୁ ଚାନ୍ଦ୍ ଗିରଫ । ଜଗବନ୍ଧୁ ଗିରଫ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି । ଜେରା ପରେ ଗିରଫ କରିଛି ପୋଲିସ । ଜଗବନ୍ଧୁଙ୍କ ନାଁରେ ମାନବ ଚାଲାଣ ଦଫା ୩୭୦ ଲାଗିଛି । ସ୍ତ୍ରୀଙ୍କ ସହ ମିଶି ଅପରାଧିକ ଷଡଯନ୍ତ୍ର କରିଥିବା ଅଭିଯୋଗ ପୋଲିସ ତାଙ୍କୁ ଗିରଫ କରିଛି । ବ୍ଲାକମେଲିଂ ଓ ହନିଟ୍ରାପ୍ ଅଭିଯୋଗରେ ଏବେ ଅର୍ଚ୍ଚନା ଜେଲରେ ଅଛନ୍ତି । ଆଇପିସିର ଦଫା […]

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ୍‌ର ସ୍ୱାମୀ ଜଗବନ୍ଧୁ ଚାନ୍ଦ୍ ଗିରଫ । ଜଗବନ୍ଧୁ ଗିରଫ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି । ଜେରା ପରେ ଗିରଫ କରିଛି ପୋଲିସ । ଜଗବନ୍ଧୁଙ୍କ ନାଁରେ ମାନବ ଚାଲାଣ ଦଫା ୩୭୦ ଲାଗିଛି । ସ୍ତ୍ରୀଙ୍କ ସହ ମିଶି ଅପରାଧିକ ଷଡଯନ୍ତ୍ର କରିଥିବା ଅଭିଯୋଗ ପୋଲିସ ତାଙ୍କୁ ଗିରଫ କରିଛି ।

ଆହୁରି ପଢ଼ନ୍ତୁ: ୨୬ଟି ଜିଲ୍ଲାର ୬୪ଟି ସ୍ଥାନର ସଂଶୋଧିତ ଇଂରାଜୀ ବନାନ ସଂକଳିତ ବିଜ୍ଞପ୍ତି ପ୍ରକାଶ

ବ୍ଲାକମେଲିଂ ଓ ହନିଟ୍ରାପ୍ ଅଭିଯୋଗରେ ଏବେ ଅର୍ଚ୍ଚନା ଜେଲରେ ଅଛନ୍ତି । ଆଇପିସିର ଦଫା ୩୭୦ ଅର୍ଥାତ୍ ବେଆଇନ ମାନବ ଚାଲାଣ ଭଳି ୧୬ଟି ସଙ୍ଗୀନ୍ ଦଫାରେ ଝାରପଡା ଜେଲରେ ଅର୍ଚ୍ଚନା ନାଗ ଅଛନ୍ତି । ଅର୍ଚ୍ଚନାଙ୍କ ନାରେ ଯେଉଁ ଦଫା ଲାଗିଛି ସମାନ ସଙ୍ଗୀନ ଦଫା ମଧ୍ୟ ଜଗବନ୍ଧୁଙ୍କ ନାରେ ରହିଛି । ଆଜି ସେଇ ଆଧାରରେ ଜଗବନ୍ଧୁଙ୍କୁ ଗିରଫ କରିଛି ପୋଲିସ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ; ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଗିରଫ

ସୂଚନାଯୋଗ୍ୟ, ଲେଡି ବ୍ଲାକମେଲର ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁଙ୍କ ଗିରଫଦାରୀ ପାଇଁ ଚାରିଆଡ଼ୁ ଚାପ ପଡ଼ୁଥିବା ବେଳେ ଆଜି ସକାଳେ ତାକୁ ସତ୍ୟବିହାର ଘରୁ ଉଠାଇ ନେଇଥିଲା କମିଶନରେଟ ପୁଲିସ୍‌। ଏହାପରେ ତାଙ୍କୁ ଏକ ଗୁପ୍ତ ସ୍ଥାନରେ ରଖି ପଚରାଉଚରା କରିବା ପରେ ମଧ୍ୟାହ୍ନ ସମୟରେ ତାଙ୍କୁ ଗିରଫ କରାଯାଇଥିବା ଦର୍ଶାଯାଇଛି।

ଆହୁରି ପଢ଼ନ୍ତୁ: ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

21 Oct 2022 By The Sakala

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗର ସ୍ୱାମୀ ଜଗବନ୍ଧୁ ଚାନ୍ଦକୁ ଗିରଫ କଲା ପୁଲିସ

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ୍‌ର ସ୍ୱାମୀ ଜଗବନ୍ଧୁ ଚାନ୍ଦ୍ ଗିରଫ । ଜଗବନ୍ଧୁ ଗିରଫ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି । ଜେରା ପରେ ଗିରଫ କରିଛି ପୋଲିସ । ଜଗବନ୍ଧୁଙ୍କ ନାଁରେ ମାନବ ଚାଲାଣ ଦଫା ୩୭୦ ଲାଗିଛି । ସ୍ତ୍ରୀଙ୍କ ସହ ମିଶି ଅପରାଧିକ ଷଡଯନ୍ତ୍ର କରିଥିବା ଅଭିଯୋଗ ପୋଲିସ ତାଙ୍କୁ ଗିରଫ କରିଛି ।

ବ୍ଲାକମେଲିଂ ଓ ହନିଟ୍ରାପ୍ ଅଭିଯୋଗରେ ଏବେ ଅର୍ଚ୍ଚନା ଜେଲରେ ଅଛନ୍ତି । ଆଇପିସିର ଦଫା ୩୭୦ ଅର୍ଥାତ୍ ବେଆଇନ ମାନବ ଚାଲାଣ ଭଳି ୧୬ଟି ସଙ୍ଗୀନ୍ ଦଫାରେ ଝାରପଡା ଜେଲରେ ଅର୍ଚ୍ଚନା ନାଗ ଅଛନ୍ତି । ଅର୍ଚ୍ଚନାଙ୍କ ନାରେ ଯେଉଁ ଦଫା ଲାଗିଛି ସମାନ ସଙ୍ଗୀନ ଦଫା ମଧ୍ୟ ଜଗବନ୍ଧୁଙ୍କ ନାରେ ରହିଛି । ଆଜି ସେଇ ଆଧାରରେ ଜଗବନ୍ଧୁଙ୍କୁ ଗିରଫ କରିଛି ପୋଲିସ ।

ସୂଚନାଯୋଗ୍ୟ, ଲେଡି ବ୍ଲାକମେଲର ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁଙ୍କ ଗିରଫଦାରୀ ପାଇଁ ଚାରିଆଡ଼ୁ ଚାପ ପଡ଼ୁଥିବା ବେଳେ ଆଜି ସକାଳେ ତାକୁ ସତ୍ୟବିହାର ଘରୁ ଉଠାଇ ନେଇଥିଲା କମିଶନରେଟ ପୁଲିସ୍‌। ଏହାପରେ ତାଙ୍କୁ ଏକ ଗୁପ୍ତ ସ୍ଥାନରେ ରଖି ପଚରାଉଚରା କରିବା ପରେ ମଧ୍ୟାହ୍ନ ସମୟରେ ତାଙ୍କୁ ଗିରଫ କରାଯାଇଥିବା ଦର୍ଶାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର