ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ଅର୍ପଣ ରଥରେ ସଂଗୃହିତ ଅର୍ଘ୍ୟ, ସ୍ପଷ୍ଟ କଲେ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ

The Sakala Picture
Published On

ଭୁବନେଶ୍ବର: ଭକ୍ତ ଦେଇଥିବା ଅର୍ଘ୍ୟ ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ । ଅର୍ପଣ ରଥରେ ମହାପ୍ରଭୁଙ୍କ ପାଇଁ ସଂଗୃହିତ ସମସ୍ତ ସାମଗ୍ରୀ ଚାଉଳ, ଗୁଆ ଓ ଶ୍ରୀଫଳ ଆଦି ଅର୍ଘ୍ୟ ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ । ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।  ପରିକ୍ରମା ପ୍ରକଳ୍ପ ଉଦଘାଟନ ପୂର୍ବରୁ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଅର୍ପଣ ରଥ ଘୁରି ବୁଲିଥିବା ବେଳେ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ମହାପ୍ରଭୁଙ୍କ ଉଦେଶ୍ୟରେ ଚାଉଳ, ଗୁଆ ଓ ଶ୍ରୀଫଳ ପ୍ରଦାନ […]

ଭୁବନେଶ୍ବର: ଭକ୍ତ ଦେଇଥିବା ଅର୍ଘ୍ୟ ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ । ଅର୍ପଣ ରଥରେ ମହାପ୍ରଭୁଙ୍କ ପାଇଁ ସଂଗୃହିତ ସମସ୍ତ ସାମଗ୍ରୀ ଚାଉଳ, ଗୁଆ ଓ ଶ୍ରୀଫଳ ଆଦି ଅର୍ଘ୍ୟ ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ । ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।  ପରିକ୍ରମା ପ୍ରକଳ୍ପ ଉଦଘାଟନ ପୂର୍ବରୁ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଅର୍ପଣ ରଥ ଘୁରି ବୁଲିଥିବା ବେଳେ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ମହାପ୍ରଭୁଙ୍କ ଉଦେଶ୍ୟରେ ଚାଉଳ, ଗୁଆ ଓ ଶ୍ରୀଫଳ ପ୍ରଦାନ କରିଥିଲେ। ଯାହାକୁ ନେଇ ଅଯଥାରେ ପ୍ରଶ୍ନ ଉଠାଯାଇଥିବା ବେଳେ ଏହାକୁ ନେଇ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ସେବାୟତ ମାନେ ସ୍ପଷ୍ଟ କରିଛନ୍ତି।ମହାପ୍ରଭୁଙ୍କ ପାଇଁ ଭକ୍ତ ପ୍ରଦାନ କରିଥିବା ସମସ୍ତ ଜିନିଷକୁ ମହାପ୍ରଭୁଙ୍କ କାର୍ଯ୍ୟରେ ଲଗାଯିବ । ଏପରିକି ସଂଗୃହିତ ଚାଉଳକୁ ନିଯୋଗ ପକ୍ଷରୁ ରଖାଯିବ ସହ ମହାପ୍ରଭୁଙ୍କ ବିଭିନ୍ନ କାର୍ଯ୍ୟରେ ଲଗାଯିବ ବୋଲି ନିଯୋଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

18 Jan 2024 By The Sakala

ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ଅର୍ପଣ ରଥରେ ସଂଗୃହିତ ଅର୍ଘ୍ୟ, ସ୍ପଷ୍ଟ କଲେ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ

ଭୁବନେଶ୍ବର: ଭକ୍ତ ଦେଇଥିବା ଅର୍ଘ୍ୟ ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ । ଅର୍ପଣ ରଥରେ ମହାପ୍ରଭୁଙ୍କ ପାଇଁ ସଂଗୃହିତ ସମସ୍ତ ସାମଗ୍ରୀ ଚାଉଳ, ଗୁଆ ଓ ଶ୍ରୀଫଳ ଆଦି ଅର୍ଘ୍ୟ ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ । ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।  ପରିକ୍ରମା ପ୍ରକଳ୍ପ ଉଦଘାଟନ ପୂର୍ବରୁ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଅର୍ପଣ ରଥ ଘୁରି ବୁଲିଥିବା ବେଳେ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ମହାପ୍ରଭୁଙ୍କ ଉଦେଶ୍ୟରେ ଚାଉଳ, ଗୁଆ ଓ ଶ୍ରୀଫଳ ପ୍ରଦାନ କରିଥିଲେ। ଯାହାକୁ ନେଇ ଅଯଥାରେ ପ୍ରଶ୍ନ ଉଠାଯାଇଥିବା ବେଳେ ଏହାକୁ ନେଇ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ସେବାୟତ ମାନେ ସ୍ପଷ୍ଟ କରିଛନ୍ତି।ମହାପ୍ରଭୁଙ୍କ ପାଇଁ ଭକ୍ତ ପ୍ରଦାନ କରିଥିବା ସମସ୍ତ ଜିନିଷକୁ ମହାପ୍ରଭୁଙ୍କ କାର୍ଯ୍ୟରେ ଲଗାଯିବ । ଏପରିକି ସଂଗୃହିତ ଚାଉଳକୁ ନିଯୋଗ ପକ୍ଷରୁ ରଖାଯିବ ସହ ମହାପ୍ରଭୁଙ୍କ ବିଭିନ୍ନ କାର୍ଯ୍ୟରେ ଲଗାଯିବ ବୋଲି ନିଯୋଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର