ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବେଶ୍ବର: ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସମସ୍ତେ କୋଭିଡି ନିୟମ ପାଳନ କରି ଉତ୍ସଵରେ ସାମିଲ ହୁଅନ୍ତୁ । ସମସ୍ତେ ସୁସ୍ଥ ରୁହନ୍ତୁ ଓ ଖୁସିରେ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

19 Mar 2022 By The Sakala

ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବେଶ୍ବର: ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସମସ୍ତେ କୋଭିଡି ନିୟମ ପାଳନ କରି ଉତ୍ସଵରେ ସାମିଲ ହୁଅନ୍ତୁ । ସମସ୍ତେ ସୁସ୍ଥ ରୁହନ୍ତୁ ଓ ଖୁସିରେ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ।

https://www.thesakala.in/latest-odisha-news/cm-wished-happy-holi/article-10082
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର