ଓସ୍କାର ଦୌଡ଼ରେ ନୀଳମାଧବ ପଣ୍ଡାଙ୍କ ‘କାଲିର ଅତୀତ’

The Sakala Picture
Published On

ଭୁବନେଶ୍ୱର : ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ। ଓସ୍କାର ଦୌଡ଼ରେ ସାମିଲ ହୋଇଛି ଓଡ଼ିଆ ନିର୍ମାତା-ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କ ଚଳଚ୍ଚିତ୍ର ‘କାଲିର ଅତୀତ’।  ସାଧାରଣ ବର୍ଗରେ ଶ୍ରେଷ୍ଠ ଚଳଚ୍ଚିତ୍ର, ଶ୍ରେଷ୍ଠ ଅଭିନେତା, ଶ୍ରେଷ୍ଠ ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ବିଭାଗରେ ପୁରସ୍କାର ପାଇଁ ମନୋନୀତ ହୋଇଛି। ଟ୍ବିଟ କରି ଏନେଇ ସୂଚନା ଦେଇଛନ୍ତି ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡା ନୀଳ ମାଧବ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘କାଲିର ଅତୀତ’ ଶ୍ରେଷ୍ଠ ଛବି, ଶ୍ରେଷ୍ଠ ଅଭିନେତା, […]

ଭୁବନେଶ୍ୱର : ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ। ଓସ୍କାର ଦୌଡ଼ରେ ସାମିଲ ହୋଇଛି ଓଡ଼ିଆ ନିର୍ମାତା-ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କ ଚଳଚ୍ଚିତ୍ର ‘କାଲିର ଅତୀତ’।  ସାଧାରଣ ବର୍ଗରେ ଶ୍ରେଷ୍ଠ ଚଳଚ୍ଚିତ୍ର, ଶ୍ରେଷ୍ଠ ଅଭିନେତା, ଶ୍ରେଷ୍ଠ ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ବିଭାଗରେ ପୁରସ୍କାର ପାଇଁ ମନୋନୀତ ହୋଇଛି। ଟ୍ବିଟ କରି ଏନେଇ ସୂଚନା ଦେଇଛନ୍ତି ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡା

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

ନୀଳ ମାଧବ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘କାଲିର ଅତୀତ’ ଶ୍ରେଷ୍ଠ ଛବି, ଶ୍ରେଷ୍ଠ ଅଭିନେତା, ଶ୍ରେଷ୍ଠ ନିର୍ଦ୍ଦେଶକ ଏବଂ ଆହୁରି ଅନେକ ବର୍ଗ ପାଇଁ ଓସ୍କାର ଦୌଡ଼ରେ ସାଧାରଣ ବର୍ଗରେ ପ୍ରବେଶ କରିଛି । ଜଳବାୟୁ ପରିବର୍ତ୍ତନ ତଥା ପ୍ରାକୃତିକ ବିପର୍ୟ୍ୟୟ ସହ ସମୁଦ୍ର ଗର୍ଭରେ ହଜିଯାଉଥିବା ଓଡ଼ିଶାର ଗ୍ରାମଗୁଡ଼ିକର କାହାଣୀ ଉପରେ ଏହି ଚଳଚ୍ଚିତ୍ର ଆଧାରିତ। ଏହି ଚଳଚ୍ଚିତ୍ରଟି ଏକାଡେମୀ ସ୍କ୍ରିନିଂ ରୁମରେ ଉପଲବ୍ଧ ଏବଂ ଏହାକୁ ଭୋଟ୍ ଏବଂ ନାମାଙ୍କନ ପାଇଁ ଏକାଡେମୀ ସଦସ୍ୟମାନେ ଦେଖିବେ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଗଣେଶ ଚତୁର୍ଥୀ, ଅଗ୍ରପୂଜ୍ୟଙ୍କ ଆରାଧନା ପାଇଁ ଉତ୍ସବମୁଖର ଗାଁଠୁ ସହର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର