ବୃଦ୍ଧି ପାଉଛି ତାପମାତ୍ରା: ୪୦ ଡ଼ିଗ୍ରି ଉପରେ ୫ ସହର

The Sakala Picture
Published On

ଭୁବନେଶ୍ବର: ବୃଦ୍ଧି ପାଉଛି ତାପମାତ୍ରା ।  ସ୍ଥାନୀୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିିପୋର୍ଟ ଅନୁସାରେ ଜାଜି ରାଜ୍ୟର ୫ଟି ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରି ଠାରୁ ଅଧିକ ରେକର୍ଡ କରାଯାଇଛି। ସବୁଠୁ ତତଲା ସହର ୪୧.୪ ଡ଼ିଗ୍ରି ସହ ଟିଟଲାଗଡ ରହିିଛି। ସେହିପରି ବଲାଙ୍ଗୀରରେ ୪୧ ଡ଼ିଗ୍ରି, ଅନୁଗୁଳରେ ୪୦.୧ ଡ଼ିଗ୍ରି, ବୌଦ୍ଧ ଏବଂ ବାରିପଦା ରେ ୪୦ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୩୭.୬ ଡ଼ିଗ୍ରି ଏବଂ କଟକରେ ୩୭.୨ […]

ଭୁବନେଶ୍ବର: ବୃଦ୍ଧି ପାଉଛି ତାପମାତ୍ରା ।  ସ୍ଥାନୀୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିିପୋର୍ଟ ଅନୁସାରେ ଜାଜି ରାଜ୍ୟର ୫ଟି ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରି ଠାରୁ ଅଧିକ ରେକର୍ଡ କରାଯାଇଛି। ସବୁଠୁ ତତଲା ସହର ୪୧.୪ ଡ଼ିଗ୍ରି ସହ ଟିଟଲାଗଡ ରହିିଛି।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ସେହିପରି ବଲାଙ୍ଗୀରରେ ୪୧ ଡ଼ିଗ୍ରି, ଅନୁଗୁଳରେ ୪୦.୧ ଡ଼ିଗ୍ରି, ବୌଦ୍ଧ ଏବଂ ବାରିପଦା ରେ ୪୦ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୩୭.୬ ଡ଼ିଗ୍ରି ଏବଂ କଟକରେ ୩୭.୨ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

 

ଆହୁରି ପଢ଼ନ୍ତୁ: ଓଡ଼ିଶା ସରକାର ଆନ୍ଧ୍ର ନିକଟରେ ଆତ୍ମସମର୍ପଣ କରିଛନ୍ତି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର