ପିପିଲି ଉପନିର୍ବାଚନ; ନାଁ ଘୋଷଣା ପରେ ଭାବବିହୋଳ ହେଲେ ରୁଦ୍ର ମହାରଥୀ, କହିଲେ ବାପା-ମା’ଙ୍କ ବିନା ମୋର କିଛି ଅସ୍ଥିତ୍ବ ନାହିଁ

The Sakala Picture
Published On

ଭୁବନେଶ୍ବର: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡ଼ି ପ୍ରାର୍ଥୀ ଘୋଷଣା ପରେ ରୁଦ୍ରପ୍ରତାପ ମହରଥୀ ଗଣମାଧ୍ୟମର ପ୍ରତିନିଧିଙ୍କୁ ନିଜର ପ୍ରତିକ୍ରିୟା ଦେଇଛନ୍ତି। ପ୍ରତିକ୍ରିୟା ଦେବା ବେ ଭାବ ବିହୋଳ ହୋଇଥିବା ଦେଖିବାକୁ ମିଳିଛି। ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ,  ମାଆ’-ବାପାଙ୍କ ଆଶୀର୍ବାଦ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲାଗି ପିପିଲ ବିଧାନସଭା ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ହେବାର ସୁଯୋଗ ମିଳିଛି। ମୁଖ୍ୟମନ୍ତ୍ରୀ ମୋ ଉପରେ ଭରସା ରଖିଥିବାରୁ ତାଙ୍କୁ କୃତଜ୍ଞତା ଜଣାଉଛି। ବାପାଙ୍କ ଅଧୁରା […]

ଭୁବନେଶ୍ବର: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡ଼ି ପ୍ରାର୍ଥୀ ଘୋଷଣା ପରେ ରୁଦ୍ରପ୍ରତାପ ମହରଥୀ ଗଣମାଧ୍ୟମର ପ୍ରତିନିଧିଙ୍କୁ ନିଜର ପ୍ରତିକ୍ରିୟା ଦେଇଛନ୍ତି। ପ୍ରତିକ୍ରିୟା ଦେବା ବେ ଭାବ ବିହୋଳ ହୋଇଥିବା ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ,  ମାଆ’-ବାପାଙ୍କ ଆଶୀର୍ବାଦ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲାଗି ପିପିଲ ବିଧାନସଭା ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ହେବାର ସୁଯୋଗ ମିଳିଛି। ମୁଖ୍ୟମନ୍ତ୍ରୀ ମୋ ଉପରେ ଭରସା ରଖିଥିବାରୁ ତାଙ୍କୁ କୃତଜ୍ଞତା ଜଣାଉଛି। ବାପାଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବି। ପିପିଲି-ଡେଲାଙ୍ଗ ମାଟିର ଲୋକଙ୍କ ଅଗ୍ରଗତି ଓ ପ୍ରଗତି ମୋ ପାଇଁ ଗୁରୁତ୍ବ ରହିବ। ମା ଆ’ଙ୍କ ଆଶୀର୍ବାଦ ସବୁବେଳେ ମୋ ସହ ରହିଛି। ବାପା-ମା’ଙ୍କ ବିନା ମୋର କିଛି ଅସ୍ଥିତ୍ବ ନାହିଁ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ଖାଲି ପଡିଥିଲା ପିପିଲି ଆସନ । ଏପ୍ରିଲ ୧୭ରେ ନିର୍ବାଚନ ହେବା ନେଇ ପୂର୍ବରୁ ନିର୍ବାଚନ କମିସନ ତାରିଖ ଘୋଷଣା କରିସାରିଛନ୍ତି । ରାଜ୍ୟ ନିର୍ବାଚନ ଅଧିକାରୀ ମଧ୍ୟ ପିପିଲିରେ ଉପନିର୍ବାଚନ ହେବା ନେଇ ସବିଶେଷ ତର୍ଜମା କରିଛନ୍ତି । କୋଭିଡ ଗାଇଡଲାଇନକୁ କିପରି ପାଳନ କରି ଭୋଟର ମତଦାନ କରିପାରିବେ ସେନେଇ ମଧ୍ୟ ପ୍ରସ୍ତୁତି ସରିଛି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

26 Mar 2021 By The Sakala

ପିପିଲି ଉପନିର୍ବାଚନ; ନାଁ ଘୋଷଣା ପରେ ଭାବବିହୋଳ ହେଲେ ରୁଦ୍ର ମହାରଥୀ, କହିଲେ ବାପା-ମା’ଙ୍କ ବିନା ମୋର କିଛି ଅସ୍ଥିତ୍ବ ନାହିଁ

ଭୁବନେଶ୍ବର: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡ଼ି ପ୍ରାର୍ଥୀ ଘୋଷଣା ପରେ ରୁଦ୍ରପ୍ରତାପ ମହରଥୀ ଗଣମାଧ୍ୟମର ପ୍ରତିନିଧିଙ୍କୁ ନିଜର ପ୍ରତିକ୍ରିୟା ଦେଇଛନ୍ତି। ପ୍ରତିକ୍ରିୟା ଦେବା ବେ ଭାବ ବିହୋଳ ହୋଇଥିବା ଦେଖିବାକୁ ମିଳିଛି।

ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ,  ମାଆ’-ବାପାଙ୍କ ଆଶୀର୍ବାଦ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲାଗି ପିପିଲ ବିଧାନସଭା ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ହେବାର ସୁଯୋଗ ମିଳିଛି। ମୁଖ୍ୟମନ୍ତ୍ରୀ ମୋ ଉପରେ ଭରସା ରଖିଥିବାରୁ ତାଙ୍କୁ କୃତଜ୍ଞତା ଜଣାଉଛି। ବାପାଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବି। ପିପିଲି-ଡେଲାଙ୍ଗ ମାଟିର ଲୋକଙ୍କ ଅଗ୍ରଗତି ଓ ପ୍ରଗତି ମୋ ପାଇଁ ଗୁରୁତ୍ବ ରହିବ। ମା ଆ’ଙ୍କ ଆଶୀର୍ବାଦ ସବୁବେଳେ ମୋ ସହ ରହିଛି। ବାପା-ମା’ଙ୍କ ବିନା ମୋର କିଛି ଅସ୍ଥିତ୍ବ ନାହିଁ।

ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ଖାଲି ପଡିଥିଲା ପିପିଲି ଆସନ । ଏପ୍ରିଲ ୧୭ରେ ନିର୍ବାଚନ ହେବା ନେଇ ପୂର୍ବରୁ ନିର୍ବାଚନ କମିସନ ତାରିଖ ଘୋଷଣା କରିସାରିଛନ୍ତି । ରାଜ୍ୟ ନିର୍ବାଚନ ଅଧିକାରୀ ମଧ୍ୟ ପିପିଲିରେ ଉପନିର୍ବାଚନ ହେବା ନେଇ ସବିଶେଷ ତର୍ଜମା କରିଛନ୍ତି । କୋଭିଡ ଗାଇଡଲାଇନକୁ କିପରି ପାଳନ କରି ଭୋଟର ମତଦାନ କରିପାରିବେ ସେନେଇ ମଧ୍ୟ ପ୍ରସ୍ତୁତି ସରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର