ଗ୍ରୀଷ୍ମ ପ୍ରବାହ ପାଇଁ ୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ। ବିଶେଷକରି ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାରେ ପ୍ରବଳ ଖରା ଅନୁଭୂତ ହେବ ବୋଲି ସତର୍କ କରାଇଦେଇଛି ଭାରତୀୟ ପାଣିପାଗ ବିଭାଗ । ଗତ ୨୪ ଘଣ୍ଟାରେ ରାଜ୍ୟର ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ସେହିପରି ଫୁଲବାଣୀରେ ସର୍ବନିମ୍ନ ୨୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । […]

ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ। ବିଶେଷକରି ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାରେ ପ୍ରବଳ ଖରା ଅନୁଭୂତ ହେବ ବୋଲି ସତର୍କ କରାଇଦେଇଛି ଭାରତୀୟ ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

ଗତ ୨୪ ଘଣ୍ଟାରେ ରାଜ୍ୟର ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ସେହିପରି ଫୁଲବାଣୀରେ ସର୍ବନିମ୍ନ ୨୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ବିଶେଷକରି ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲା ପାଇଁ ୟେଲୋ ଓର୍ଣ୍ଣିଂ ଜାରି କରାଯାଇଛି । ଏପରିକି ଆସନ୍ତା ୩୧ ତାରିଖ ପର୍ଯ୍ଯନ୍ତ ଅଳ୍ପ କିଛି ସ୍ଥାନକୁ ଛାଡ଼ିଦେଲେ ସାରା ରାଜ୍ୟରେ ପାଗ ଶୁଖିଲା ରହିବ ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

ତେବେ ଆସନ୍ତା ୨୮ ତାରିଖଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହେବ। ୨୮ ତାରିଖରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ସହିତ ବର୍ଷା ହେବ। ସେହିପରି ୨୯ରେ ମଧ୍ୟ ସମାନ ଅଞ୍ଚଳରେ ଘଡ଼ଘଡ଼ି ବର୍ଷା ଜାରି ରହିବ ବୋଲି ସୂଚନା ଦିଆଯାଇଛି। ତେବେ ଏହି ଘଡ଼ଘଡ଼ି ବର୍ଷା ସାଙ୍ଗକୁ ପବନର ବେଗ ମଧ୍ୟ ବୃଦ୍ଧି ପାଇ ଘଣ୍ଟା ପ୍ରତି ୩୦-୪୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପ୍ରଥମ: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ଆନ୍ତର୍ଜାତିକ ସ୍ତରରେ ସ୍ୱୀକୃତି ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତାବ

26 Mar 2021 By The Sakala

ଗ୍ରୀଷ୍ମ ପ୍ରବାହ ପାଇଁ ୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ। ବିଶେଷକରି ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାରେ ପ୍ରବଳ ଖରା ଅନୁଭୂତ ହେବ ବୋଲି ସତର୍କ କରାଇଦେଇଛି ଭାରତୀୟ ପାଣିପାଗ ବିଭାଗ ।

ଗତ ୨୪ ଘଣ୍ଟାରେ ରାଜ୍ୟର ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ସେହିପରି ଫୁଲବାଣୀରେ ସର୍ବନିମ୍ନ ୨୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ବିଶେଷକରି ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲା ପାଇଁ ୟେଲୋ ଓର୍ଣ୍ଣିଂ ଜାରି କରାଯାଇଛି । ଏପରିକି ଆସନ୍ତା ୩୧ ତାରିଖ ପର୍ଯ୍ଯନ୍ତ ଅଳ୍ପ କିଛି ସ୍ଥାନକୁ ଛାଡ଼ିଦେଲେ ସାରା ରାଜ୍ୟରେ ପାଗ ଶୁଖିଲା ରହିବ ।

ତେବେ ଆସନ୍ତା ୨୮ ତାରିଖଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହେବ। ୨୮ ତାରିଖରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ସହିତ ବର୍ଷା ହେବ। ସେହିପରି ୨୯ରେ ମଧ୍ୟ ସମାନ ଅଞ୍ଚଳରେ ଘଡ଼ଘଡ଼ି ବର୍ଷା ଜାରି ରହିବ ବୋଲି ସୂଚନା ଦିଆଯାଇଛି। ତେବେ ଏହି ଘଡ଼ଘଡ଼ି ବର୍ଷା ସାଙ୍ଗକୁ ପବନର ବେଗ ମଧ୍ୟ ବୃଦ୍ଧି ପାଇ ଘଣ୍ଟା ପ୍ରତି ୩୦-୪୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର