ଗୁଳି ଫୁଟି ଆଇଆଇସିଙ୍କ ମୃତ୍ୟୁ

The Sakala Picture
Published On

ବ୍ରହ୍ମପୁର: ଗୁଳି ଫୁଟି ଗାଙ୍ଗପୁର ଥାନା ଆଇଆଇସି ଦେବ୍ କୁମାର ଗମାଙ୍ଗଙ୍କ ମୃତ୍ୟୁ ଘଟିଛି।  ଆସିକା ଡାକ୍ତରଖାନାରେ ଆଇଆଇସି  ଦେବ କୁମାରଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର ।  ଆଇଆଇସିଙ୍କ ମୃତ୍ୟୁକୁ ନେଇ ଗଞ୍ଜାମ ଏସ୍‌ପି ସୂଚନା ଦେଇଛନ୍ତି। ନିଜ ସର୍ଭିସ ଗନରୁ ଟୁଳିଫୁଟି ମୃତ୍ଯୁ ଘଟିଥିବା ପ୍ରାଥମିକ ସୂଚନାରୁ ଜଣାପଡ଼ିଛି। ତେବେ କେଉଁଠି ଏବଂ କେମିତି ଗୁଳି ବାଜିଲା ସେନେଇ ସ୍ପଷ୍ଟ ଜଣାପଡ଼ି ନାହିଁ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର