କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା
ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। ନୂଆ ଆର୍ଥିକ ବର୍ଷ ଆସିବା ପୂର୍ବରୁ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି। ମହଙ୍ଗା ଭତ୍ତା ବା ଡିଏ ୩ ପ୍ରତିଶତ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ଏହି ବୃଦ୍ଧିରେ ୪୭ ଲକ୍ଷ କର୍ମଚାରୀ ଏବଂ ୬୮ ଲକ୍ଷ ପେନସନଭୋଗୀ ଉପକୃତ ହେବେ। ସୂଚନା ଅନୁଯାୟୀ, କେନ୍ଦ୍ରୀୟ କର୍ମଚାରୀଙ୍କ ୩% ଊଇ ବୃଦ୍ଧିକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ପେନସନଭୋଗୀଙ୍କ DR ମଧ୍ୟ ୩% ବୃଦ୍ଧି କରିଛନ୍ତି ସରକାର। ବର୍ଦ୍ଧିତ […]
ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। ନୂଆ ଆର୍ଥିକ ବର୍ଷ ଆସିବା ପୂର୍ବରୁ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି। ମହଙ୍ଗା ଭତ୍ତା ବା ଡିଏ ୩ ପ୍ରତିଶତ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ଏହି ବୃଦ୍ଧିରେ ୪୭ ଲକ୍ଷ କର୍ମଚାରୀ ଏବଂ ୬୮ ଲକ୍ଷ ପେନସନଭୋଗୀ ଉପକୃତ ହେବେ।
ସୂଚନା ଅନୁଯାୟୀ, କେନ୍ଦ୍ରୀୟ କର୍ମଚାରୀଙ୍କ ୩% ଊଇ ବୃଦ୍ଧିକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ପେନସନଭୋଗୀଙ୍କ DR ମଧ୍ୟ ୩% ବୃଦ୍ଧି କରିଛନ୍ତି ସରକାର। ବର୍ଦ୍ଧିତ ୩% DA ଅତିରିକ୍ତ ଇନଷ୍ଟଲମେଣ୍ଟରେ ଦେବାକୁ ନିର୍ଦ୍ଦେଶ ହୋଇଛି। ୨୦୨୨ ଜାନୁଆରୀ ୧ରୁ ପିଛିଲା ଭାବେ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଲାଗୁ ହେବା ପରେ କେନ୍ଦ୍ର କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କୁ ଏବେ ୩୧% ବଦଳରେ ୩୪% ମହଙ୍ଗା ଭତ୍ତା ମିଳିବ।