ସଂସଦରେ ଉଠିଲା ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରସଙ୍ଗ, ମୁହାଁମୁହିଁ ହେଲେ ଅପରାଜିତା ଷଡଙ୍ଗୀ-ପିନାକୀ ମିଶ୍ର

The Sakala Picture
Published On

ନୂଆଦିଲ୍ଲୀ : ଲୋକସଭାରେ ଉଠିଲା ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରସଙ୍ଗ । ସାଂସଦ ଅପରାଜିତା ଷଡଙ୍ଗୀ ଉଠାଇଲେ ଏହି ପ୍ରସଙ୍ଗ । NMAର ବିନା ଅନୁମତିରେ କାମ ଚାଲିଛି ବୋଲି ସାସଂଦ କହିଛନ୍ତି । ଶ୍ରୀମନ୍ଦିର ଚାରିପଟେ ଚାଲିଥିବା ଖନନକୁ ବିରୋଧ କରିଛନ୍ତି । ଶ୍ରୀଘ୍ର ଏହାକୁ ବନ୍ଦ କରିବା ସହ ସଂସ୍କୃତି ମନ୍ତ୍ରାଳୟ ଏଥିରେ ହସ୍ତକ୍ଷେପ କରିବାକୁ ସେ ଦାବି କରିଛନ୍ତି । ସେପଟେ ଏହାର ଜବାବ ରଖିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର । […]

ନୂଆଦିଲ୍ଲୀ : ଲୋକସଭାରେ ଉଠିଲା ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରସଙ୍ଗ । ସାଂସଦ ଅପରାଜିତା ଷଡଙ୍ଗୀ ଉଠାଇଲେ ଏହି ପ୍ରସଙ୍ଗ । NMAର ବିନା ଅନୁମତିରେ କାମ ଚାଲିଛି ବୋଲି ସାସଂଦ କହିଛନ୍ତି । ଶ୍ରୀମନ୍ଦିର ଚାରିପଟେ ଚାଲିଥିବା ଖନନକୁ ବିରୋଧ କରିଛନ୍ତି । ଶ୍ରୀଘ୍ର ଏହାକୁ ବନ୍ଦ କରିବା ସହ ସଂସ୍କୃତି ମନ୍ତ୍ରାଳୟ ଏଥିରେ ହସ୍ତକ୍ଷେପ କରିବାକୁ ସେ ଦାବି କରିଛନ୍ତି । ସେପଟେ ଏହାର ଜବାବ ରଖିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର । ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଆଇନର କୌଣସି ଉଲ୍ଲଂଘନ ହେଉନାହିଁ । ପ୍ରକଳ୍ପ ପାଇଁ ନ୍ୟାସନାଲ ମନ୍ୟୁମେଣ୍ଟ ଅଥରିଟି-ଏନଏମଏର ଅନୁମତି ରହିଛି । ଏଏସଆଇ ମଧ୍ୟ ପ୍ରକଳ୍ପ ବାବଦରେ ଅବଗତ ଅଛି । ଆଜି ସଂସଦରେ ଏହି ସୂଚନା ଦେଇଛନ୍ତି ବିଜେଡି ସାଂସଦ ପିନାକୀ ମିଶ୍ର । ଓଡିଶାରେ ନବୀନ ପଟ୍ଟନାୟକ ସରକାରରେ କୌଣସି କ୍ଷେତ୍ରରେ ଆଇନର ଉଲ୍ଲଂଘନ ହୁଏ ନାହିଁ । ଏ ବିଶ୍ବାସ ଓଡିଶାବାସୀଙ୍କର ରହିଛି । ସେଥିପାଇଁ କ୍ରମାଗତ ଭାବେ ୫ ଥର ମୁଖ୍ୟମନ୍ତ୍ରୀ ଭାବେ ଜିତି ଆସୁଛନ୍ତି । ପରିକ୍ରମା ପ୍ରକଳ୍ପ ପାଇଁ କେଉଁଠାରେ କୌଣସି ପ୍ରକାର ଖନନ କାର୍ଯ୍ୟ ହେଉନି । କେବଳ ୪ ଟି ଟଏଲେଟ ନିର୍ମାଣ ଚାଲିଛି । ଦୁଇଟି ମହିଳାଙ୍କ ପାଇଁ ଓ ଦୁଇଟି ପୁରୁଷଙ୍କ ପାଇଁ ଟଏଲେଟ ନିର୍ମାଣ ହେଉଛି । ଭକ୍ତଙ୍କ ସୁବିଧା ପାଇଁ ଏହା କରାଯାଉଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଆଜି ସଂସଦରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ ଉଠାଇଥିଲେ ବିଜେପି ସାଂସଦ ଅପରାଜିତା ଷଢଙ୍ଗୀ । ଅପରାଜିତାଙ୍କ ଅଭିଯୋଗର ଜବାବ ଦେଇ ବିଜେଡି ସାଂସଦ ପରିକ୍ରମା ପ୍ରକଳ୍ପରେ ଆଇନର ଉଲ୍ଲଂଘନ ହୋଇନଥିବା ଏବଂ ଜାତୀୟ ସ୍ମାରକୀ କର୍ତ୍ତୃପକ୍ଷର ଅନୁମୋଦନରେ ପ୍ରକଳ୍ପ କାର୍ଯ୍ୟ ଚାଲିଥିବା କହିଛନ୍ତି ବିଜେଡି ସାଂସଦ ପିନାକୀ ମିଶ୍ର ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

31 Mar 2022 By The Sakala

ସଂସଦରେ ଉଠିଲା ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରସଙ୍ଗ, ମୁହାଁମୁହିଁ ହେଲେ ଅପରାଜିତା ଷଡଙ୍ଗୀ-ପିନାକୀ ମିଶ୍ର

ନୂଆଦିଲ୍ଲୀ : ଲୋକସଭାରେ ଉଠିଲା ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରସଙ୍ଗ । ସାଂସଦ ଅପରାଜିତା ଷଡଙ୍ଗୀ ଉଠାଇଲେ ଏହି ପ୍ରସଙ୍ଗ । NMAର ବିନା ଅନୁମତିରେ କାମ ଚାଲିଛି ବୋଲି ସାସଂଦ କହିଛନ୍ତି । ଶ୍ରୀମନ୍ଦିର ଚାରିପଟେ ଚାଲିଥିବା ଖନନକୁ ବିରୋଧ କରିଛନ୍ତି । ଶ୍ରୀଘ୍ର ଏହାକୁ ବନ୍ଦ କରିବା ସହ ସଂସ୍କୃତି ମନ୍ତ୍ରାଳୟ ଏଥିରେ ହସ୍ତକ୍ଷେପ କରିବାକୁ ସେ ଦାବି କରିଛନ୍ତି । ସେପଟେ ଏହାର ଜବାବ ରଖିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର । ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଆଇନର କୌଣସି ଉଲ୍ଲଂଘନ ହେଉନାହିଁ । ପ୍ରକଳ୍ପ ପାଇଁ ନ୍ୟାସନାଲ ମନ୍ୟୁମେଣ୍ଟ ଅଥରିଟି-ଏନଏମଏର ଅନୁମତି ରହିଛି । ଏଏସଆଇ ମଧ୍ୟ ପ୍ରକଳ୍ପ ବାବଦରେ ଅବଗତ ଅଛି । ଆଜି ସଂସଦରେ ଏହି ସୂଚନା ଦେଇଛନ୍ତି ବିଜେଡି ସାଂସଦ ପିନାକୀ ମିଶ୍ର । ଓଡିଶାରେ ନବୀନ ପଟ୍ଟନାୟକ ସରକାରରେ କୌଣସି କ୍ଷେତ୍ରରେ ଆଇନର ଉଲ୍ଲଂଘନ ହୁଏ ନାହିଁ । ଏ ବିଶ୍ବାସ ଓଡିଶାବାସୀଙ୍କର ରହିଛି । ସେଥିପାଇଁ କ୍ରମାଗତ ଭାବେ ୫ ଥର ମୁଖ୍ୟମନ୍ତ୍ରୀ ଭାବେ ଜିତି ଆସୁଛନ୍ତି । ପରିକ୍ରମା ପ୍ରକଳ୍ପ ପାଇଁ କେଉଁଠାରେ କୌଣସି ପ୍ରକାର ଖନନ କାର୍ଯ୍ୟ ହେଉନି । କେବଳ ୪ ଟି ଟଏଲେଟ ନିର୍ମାଣ ଚାଲିଛି । ଦୁଇଟି ମହିଳାଙ୍କ ପାଇଁ ଓ ଦୁଇଟି ପୁରୁଷଙ୍କ ପାଇଁ ଟଏଲେଟ ନିର୍ମାଣ ହେଉଛି । ଭକ୍ତଙ୍କ ସୁବିଧା ପାଇଁ ଏହା କରାଯାଉଛି ।

ଆଜି ସଂସଦରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ ଉଠାଇଥିଲେ ବିଜେପି ସାଂସଦ ଅପରାଜିତା ଷଢଙ୍ଗୀ । ଅପରାଜିତାଙ୍କ ଅଭିଯୋଗର ଜବାବ ଦେଇ ବିଜେଡି ସାଂସଦ ପରିକ୍ରମା ପ୍ରକଳ୍ପରେ ଆଇନର ଉଲ୍ଲଂଘନ ହୋଇନଥିବା ଏବଂ ଜାତୀୟ ସ୍ମାରକୀ କର୍ତ୍ତୃପକ୍ଷର ଅନୁମୋଦନରେ ପ୍ରକଳ୍ପ କାର୍ଯ୍ୟ ଚାଲିଥିବା କହିଛନ୍ତି ବିଜେଡି ସାଂସଦ ପିନାକୀ ମିଶ୍ର ।

https://www.thesakala.in/latest-odisha-news/issue-of-the-puri-heritage-corridor-project-was-raised-in-parliament/article-10402
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର