ରାଜଧାନୀରେ ଏଟିଏମ୍ ଲୁଟ: ଏଟିଏମ୍‌କୁ ଘୋଷାଡି଼ ଘୋଷାଡି଼ ନେଇଗଲେ ଦୁର୍ବୃତ୍ତ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀରେ ପୁଣି ମାତିଲେ ଏଟିଏମ୍ ଲୁଟେରା । ଗତକାଲି ବିଳମ୍ବିତ ରାତିରେ ଶିଶୁପାଳଗଡ଼ ଲିଙ୍ଗିପୁର ହାଉସିଂବୋର୍ଡ ଛକରେ ଥିବା ଏକ ଏସବିଆଇ ଏଟିଏମ ଲୁଟ କରିଛନ୍ତି ଦୁର୍ବୃତ୍ତ । ଟଙ୍କା ନ ବହାରିବାରୁ ଏଟିଏମ ମେସିନକୁ ଘୋଷାଡି ଘୋଷାଡି କିଛିବାଟ ନେଇଛନ୍ତି ଦୁର୍ବୃତ୍ତ । ଏହାପରେ ATMକୁ ଟେକି ନେଇଯାଇଥିବା ସୂଚନା ମିଳିଛି । ସେପଟେ ଏଟିଏମ୍ ଭିତରେ ଓ ବାହାରେ ପଡ଼ିଛି ଟେଣ୍ଡହାଉସ କପଡ଼ା । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ […]

ଭୁବନେଶ୍ୱର: ରାଜଧାନୀରେ ପୁଣି ମାତିଲେ ଏଟିଏମ୍ ଲୁଟେରା । ଗତକାଲି ବିଳମ୍ବିତ ରାତିରେ ଶିଶୁପାଳଗଡ଼ ଲିଙ୍ଗିପୁର ହାଉସିଂବୋର୍ଡ ଛକରେ ଥିବା ଏକ ଏସବିଆଇ ଏଟିଏମ ଲୁଟ କରିଛନ୍ତି ଦୁର୍ବୃତ୍ତ । ଟଙ୍କା ନ ବହାରିବାରୁ ଏଟିଏମ ମେସିନକୁ ଘୋଷାଡି ଘୋଷାଡି କିଛିବାଟ ନେଇଛନ୍ତି ଦୁର୍ବୃତ୍ତ । ଏହାପରେ ATMକୁ ଟେକି ନେଇଯାଇଥିବା ସୂଚନା ମିଳିଛି । ସେପଟେ ଏଟିଏମ୍ ଭିତରେ ଓ ବାହାରେ ପଡ଼ିଛି ଟେଣ୍ଡହାଉସ କପଡ଼ା । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ହିଟୱେଭ ପାଇଁ SOP: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟସ୍ଥଳୀ ନିର୍ମାଣ, ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣି ବ୍ୟବସ୍ଥା

ତେହେ ଏହି ଏଟିଏମ ଲୁଟରେ କେଉଁମାନେ ସଂଶ୍ଲିଷ୍ଟ ରହିଛନ୍ତି ? କେମିତି ଏଟିଏମ ଭିତରକୁ ଟେଣ୍ଟ କପଡ଼ା ଗଲା । ଏଥିରେ ଟେଣ୍ଟ ହାଉସର କର୍ମଚାରୀଙ୍କ ସମ୍ପୃକ୍ତି ରହିଛି କି ? ଏମିତି ଅନେକ ଦିଗକୁ ନେଇ ପୋଲିସ ତନାଘନା ଆରମ୍ଭ କରିଛି । କିନ୍ତୁ ସବୁଠାରୁ ବଡ଼ କଥା ହେଉଛି , ଏଟିଏମ ଲୁଟ ପାଇଁ ଦୁର୍ବୃତ୍ତ ସତ ଚେଷ୍ଟା କରିଥିବା ସତ୍ତ୍ୱେ ଏଟିଏମରୁ ଟଙ୍କା ବାହାରି ନଥଲା । ବିଫଳ ହେବା ପରେ ଏଟିଏମ ମେସିନକୁ ଦୁର୍ବୃତ୍ତ ମାନେ କେଉଁଆଡେ ନେଇ ପଳାଇଥିବା ଜଣାପଡିଛି । ସେପଟେ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଏଟିଏମରେ ୨୪ ଲକ୍ଷରୁ ଅଧିକ ଟଙ୍କା ରହିଥିଲା ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

05 Apr 2022 By The Sakala

ରାଜଧାନୀରେ ଏଟିଏମ୍ ଲୁଟ: ଏଟିଏମ୍‌କୁ ଘୋଷାଡି଼ ଘୋଷାଡି଼ ନେଇଗଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀରେ ପୁଣି ମାତିଲେ ଏଟିଏମ୍ ଲୁଟେରା । ଗତକାଲି ବିଳମ୍ବିତ ରାତିରେ ଶିଶୁପାଳଗଡ଼ ଲିଙ୍ଗିପୁର ହାଉସିଂବୋର୍ଡ ଛକରେ ଥିବା ଏକ ଏସବିଆଇ ଏଟିଏମ ଲୁଟ କରିଛନ୍ତି ଦୁର୍ବୃତ୍ତ । ଟଙ୍କା ନ ବହାରିବାରୁ ଏଟିଏମ ମେସିନକୁ ଘୋଷାଡି ଘୋଷାଡି କିଛିବାଟ ନେଇଛନ୍ତି ଦୁର୍ବୃତ୍ତ । ଏହାପରେ ATMକୁ ଟେକି ନେଇଯାଇଥିବା ସୂଚନା ମିଳିଛି । ସେପଟେ ଏଟିଏମ୍ ଭିତରେ ଓ ବାହାରେ ପଡ଼ିଛି ଟେଣ୍ଡହାଉସ କପଡ଼ା । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେହେ ଏହି ଏଟିଏମ ଲୁଟରେ କେଉଁମାନେ ସଂଶ୍ଲିଷ୍ଟ ରହିଛନ୍ତି ? କେମିତି ଏଟିଏମ ଭିତରକୁ ଟେଣ୍ଟ କପଡ଼ା ଗଲା । ଏଥିରେ ଟେଣ୍ଟ ହାଉସର କର୍ମଚାରୀଙ୍କ ସମ୍ପୃକ୍ତି ରହିଛି କି ? ଏମିତି ଅନେକ ଦିଗକୁ ନେଇ ପୋଲିସ ତନାଘନା ଆରମ୍ଭ କରିଛି । କିନ୍ତୁ ସବୁଠାରୁ ବଡ଼ କଥା ହେଉଛି , ଏଟିଏମ ଲୁଟ ପାଇଁ ଦୁର୍ବୃତ୍ତ ସତ ଚେଷ୍ଟା କରିଥିବା ସତ୍ତ୍ୱେ ଏଟିଏମରୁ ଟଙ୍କା ବାହାରି ନଥଲା । ବିଫଳ ହେବା ପରେ ଏଟିଏମ ମେସିନକୁ ଦୁର୍ବୃତ୍ତ ମାନେ କେଉଁଆଡେ ନେଇ ପଳାଇଥିବା ଜଣାପଡିଛି । ସେପଟେ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଏଟିଏମରେ ୨୪ ଲକ୍ଷରୁ ଅଧିକ ଟଙ୍କା ରହିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର