କଟକରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
କଟକ: କଟକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ରୀଙ୍କ ଘର ପଞ୍ଜାବର ବୋଲି ଜଣାଯାଇଛି। ଗତକାଲି ବିଳମ୍ବିତ ରାତିରେ ହଷ୍ଟେଲରୁ ଛାତ୍ରୀଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇ କଟକ ବଡ଼ ଡାକ୍ତରଖାନା(ଏସ୍ସିବି)ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ତେବେ ସେ କେଉଁ କାରଣ ପାଇଁ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇପାରିନାହିଁ। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।