ସବୁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

The Sakala Picture
Published On

ପୁରୀ: ରାଜ୍ୟରେ କରୋନା ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଛି। ଦୈନିକ ସଂକ୍ରମିତଙ୍କ ସଂଖ୍ଯା ମଧ୍ଯ ବୃଦ୍ଧି ଘଟିଛି। ଏଥିପାଇଁ ସପ୍ତାହରେ ଗୋଟିଏ ଦିନ ଶ୍ରୀମନ୍ଦିରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସପ୍ତାହର ସବୁ ରବିବାର ଦର୍ଶନକୁ ବାରଣ କରାଯାଇଛି। ସଂକ୍ରମଣ ବଢୁଥିବାରୁ ଶ୍ରୀମନ୍ଦିରକୁ ସାନିଟାଇଜ କରାଯିବ। ସାନିଟାଇଜ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

28 Mar 2021 By The Sakala

ସବୁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ: ରାଜ୍ୟରେ କରୋନା ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଛି। ଦୈନିକ ସଂକ୍ରମିତଙ୍କ ସଂଖ୍ଯା ମଧ୍ଯ ବୃଦ୍ଧି ଘଟିଛି। ଏଥିପାଇଁ ସପ୍ତାହରେ ଗୋଟିଏ ଦିନ ଶ୍ରୀମନ୍ଦିରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସପ୍ତାହର ସବୁ ରବିବାର ଦର୍ଶନକୁ ବାରଣ କରାଯାଇଛି। ସଂକ୍ରମଣ ବଢୁଥିବାରୁ ଶ୍ରୀମନ୍ଦିରକୁ ସାନିଟାଇଜ କରାଯିବ। ସାନିଟାଇଜ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର