ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଘରେ ରହି ହୋଲି ପାଳିବାକୁ କଲେ ନିବେଦନ

The Sakala Picture
Published On

ଭୁବନେଶ୍ବର : ରାଜ୍ୟବାସୀଙ୍କୁ ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଜରିଆରେ ଏକ ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇବା ସହ ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରିବାକୁ  ନିବେଦନ କରିଛନ୍ତି । କୋଭିଡଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ […]

ଭୁବନେଶ୍ବର : ରାଜ୍ୟବାସୀଙ୍କୁ ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଜରିଆରେ ଏକ ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇବା ସହ ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରିବାକୁ  ନିବେଦନ କରିଛନ୍ତି । କୋଭିଡଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ ସମସ୍ତଙ୍କର ସଂକଳ୍ପ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଇରଙ୍ଗପୁରରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

29 Mar 2021 By The Sakala

ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଘରେ ରହି ହୋଲି ପାଳିବାକୁ କଲେ ନିବେଦନ

ଭୁବନେଶ୍ବର : ରାଜ୍ୟବାସୀଙ୍କୁ ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଜରିଆରେ ଏକ ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇବା ସହ ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରିବାକୁ  ନିବେଦନ କରିଛନ୍ତି । କୋଭିଡଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ ସମସ୍ତଙ୍କର ସଂକଳ୍ପ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର