ମନୋରଞ୍ଜନ
ଓଡ଼ିଶା
ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପବିତ୍ର ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ରିଲିଜ କରି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚଳିତ ବର୍ଷ […]
ଭୁବନେଶ୍ୱର: ପବିତ୍ର ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ରିଲିଜ କରି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚଳିତ ବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ।
ଆହୁରି ପଢ଼ନ୍ତୁ: ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତଜୟ ଜଗନ୍ନାଥ pic.twitter.com/T8mq01436S
ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ— Naveen Patnaik (@Naveen_Odisha) April 14, 2022
ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପବିତ୍ର ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ରିଲିଜ କରି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚଳିତ ବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ।
ଜୟ ଜଗନ୍ନାଥ pic.twitter.com/T8mq01436S
— Naveen Patnaik (@Naveen_Odisha) April 14, 2022