କଣ୍ଟିଲୋ ନୀଳମାଧବ ମନ୍ଦିର ପରିଦର୍ଶନ ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

The Sakala Picture
Published On

ନୟାଗଡ଼: ନୟାଗଡ଼ ଜିଲ୍ଲା ଖଣ୍ଡପଡା କଣ୍ଟିଲୋ ନୀଳମାଧବଙ୍କ ମନ୍ଦିର ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ୍। ମନ୍ଦିର ବୁଲି ଦେଖିବା ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ। ଏହାସହ କଣ୍ଟିଲୋ ନୀଳମାଧବ ପୀଠର କିଭଳି ଉନ୍ନତିକରଣ ହୋଇପାରିବ ସେନେଇ ମଧ୍ୟ ଆଲୋଚନା କରିଛନ୍ତି ଭି. କେ ପାଣ୍ଡିୟାନ । ଗସ୍ତ ସମୟରେ ନୟାଗଡ଼ ଜିଲ୍ଲାପାଳ ପୁମା ଟୁଡୁ ଏବଂ ଖଣ୍ଡପଡା ବିଡ଼ିଓ, ତହସିଲଦାର ଏବଂ ଅନ୍ୟାନ୍ୟ ସରକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ […]

ନୟାଗଡ଼: ନୟାଗଡ଼ ଜିଲ୍ଲା ଖଣ୍ଡପଡା କଣ୍ଟିଲୋ ନୀଳମାଧବଙ୍କ ମନ୍ଦିର ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ୍। ମନ୍ଦିର ବୁଲି ଦେଖିବା ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ। ଏହାସହ କଣ୍ଟିଲୋ ନୀଳମାଧବ ପୀଠର କିଭଳି ଉନ୍ନତିକରଣ ହୋଇପାରିବ ସେନେଇ ମଧ୍ୟ ଆଲୋଚନା କରିଛନ୍ତି ଭି. କେ ପାଣ୍ଡିୟାନ । ଗସ୍ତ ସମୟରେ ନୟାଗଡ଼ ଜିଲ୍ଲାପାଳ ପୁମା ଟୁଡୁ ଏବଂ ଖଣ୍ଡପଡା ବିଡ଼ିଓ, ତହସିଲଦାର ଏବଂ ଅନ୍ୟାନ୍ୟ ସରକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ମନ୍ଦିରରେ ପୂଜକ ମାନେ 5T ସଚିବଙ୍କୁ ସ୍ୱାଗତ କରିବା ସହ ମନ୍ଦିର ଭିତରେ ଦର୍ଶନ କରାଇଥିଲେ । ଭି.କେ ପାଣ୍ଡିଆନଙ୍କ ଗସ୍ତ ମନ୍ଦିରର ଉନ୍ନତି କରଣ ଦିଗରେ ଅନେକ ଗୁରୁତ୍ୱ ରଖୁଛି । ଏଥି ସହିତ ଜିଲ୍ଲାର ବିଭିନ୍ନ୍ ଉନ୍ନୟନ ମୂଳକ କାର୍ଯ୍ୟର ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ । ଅନେକ ନିର୍ମାଣଧିନ କାର୍ଯ୍ୟକୁ ତ୍ୱରାନିତ କରିବାକୁ ମଧ୍ୟ ସରକାରୀ ଅଧିକାରୀଙ୍କୁ କହିଥିଲେ 5T ସଚିବ ।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

14 Apr 2022 By The Sakala

କଣ୍ଟିଲୋ ନୀଳମାଧବ ମନ୍ଦିର ପରିଦର୍ଶନ ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

ନୟାଗଡ଼: ନୟାଗଡ଼ ଜିଲ୍ଲା ଖଣ୍ଡପଡା କଣ୍ଟିଲୋ ନୀଳମାଧବଙ୍କ ମନ୍ଦିର ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ୍। ମନ୍ଦିର ବୁଲି ଦେଖିବା ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ। ଏହାସହ କଣ୍ଟିଲୋ ନୀଳମାଧବ ପୀଠର କିଭଳି ଉନ୍ନତିକରଣ ହୋଇପାରିବ ସେନେଇ ମଧ୍ୟ ଆଲୋଚନା କରିଛନ୍ତି ଭି. କେ ପାଣ୍ଡିୟାନ । ଗସ୍ତ ସମୟରେ ନୟାଗଡ଼ ଜିଲ୍ଲାପାଳ ପୁମା ଟୁଡୁ ଏବଂ ଖଣ୍ଡପଡା ବିଡ଼ିଓ, ତହସିଲଦାର ଏବଂ ଅନ୍ୟାନ୍ୟ ସରକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ ।

ମନ୍ଦିରରେ ପୂଜକ ମାନେ 5T ସଚିବଙ୍କୁ ସ୍ୱାଗତ କରିବା ସହ ମନ୍ଦିର ଭିତରେ ଦର୍ଶନ କରାଇଥିଲେ । ଭି.କେ ପାଣ୍ଡିଆନଙ୍କ ଗସ୍ତ ମନ୍ଦିରର ଉନ୍ନତି କରଣ ଦିଗରେ ଅନେକ ଗୁରୁତ୍ୱ ରଖୁଛି । ଏଥି ସହିତ ଜିଲ୍ଲାର ବିଭିନ୍ନ୍ ଉନ୍ନୟନ ମୂଳକ କାର୍ଯ୍ୟର ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ । ଅନେକ ନିର୍ମାଣଧିନ କାର୍ଯ୍ୟକୁ ତ୍ୱରାନିତ କରିବାକୁ ମଧ୍ୟ ସରକାରୀ ଅଧିକାରୀଙ୍କୁ କହିଥିଲେ 5T ସଚିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର