ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜାଣନ୍ତୁ ଅଂଶୁଘାତର ଗୁରୁତର ଲକ୍ଷଣ….

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କ୍ରମାଗତ ଭାବେ ତାପମାତ୍ରା ବଢିବାରେ ଲାଗିଛି। ଅସହ୍ଯ ଗରମ ସାଙ୍ଗକୁ ଗୁଳୁଗୁଳି ମଧ୍ଯ ଅନୁଭୂତ ହେଉଛି। ତାପମାତ୍ରା ବୃଦ୍ଧି ପାଉଥିବାରୁ ଅଂଶୁଘାତରେ ଶିକାର ହେବାର ଆଶଙ୍କା ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ ଅଂଶୁଘାତ ନେଇ ସତର୍କ ସୂଚନା ଜାରି କରାଯାଇଛି। ଅଂଶୁଘାତର ଗୁରୁତ ଲକ୍ଷଣ ଗୁଡିକ ମଧ୍ଯ ଟ୍ବିଟ କରି କୁହାଯାଇଛି। ଶରୀରର ତାପମାତ୍ର ବଢ଼ିଯିବା, ଝାଳ ବାହାରିବା ବନ୍ଦ ହୋଇଯିବା, ବାଉଳି ଚାଉଳି […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କ୍ରମାଗତ ଭାବେ ତାପମାତ୍ରା ବଢିବାରେ ଲାଗିଛି। ଅସହ୍ଯ ଗରମ ସାଙ୍ଗକୁ ଗୁଳୁଗୁଳି ମଧ୍ଯ ଅନୁଭୂତ ହେଉଛି। ତାପମାତ୍ରା ବୃଦ୍ଧି ପାଉଥିବାରୁ ଅଂଶୁଘାତରେ ଶିକାର ହେବାର ଆଶଙ୍କା ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ ଅଂଶୁଘାତ ନେଇ ସତର୍କ ସୂଚନା ଜାରି କରାଯାଇଛି। ଅଂଶୁଘାତର ଗୁରୁତ ଲକ୍ଷଣ ଗୁଡିକ ମଧ୍ଯ ଟ୍ବିଟ କରି କୁହାଯାଇଛି।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ 'ରୁଷିଆନ୍ ଗ୍ରାଣ୍ଡ୍ ସ୍ୟାଣ୍ଡ ମାଷ୍ଟର କପ୍-୨୦୨୬'

ଶରୀରର ତାପମାତ୍ର ବଢ଼ିଯିବା, ଝାଳ ବାହାରିବା ବନ୍ଦ ହୋଇଯିବା, ବାଉଳି ଚାଉଳି ହେବା, ମୂର୍ଚ୍ଛା ଯିବା ଓ ଘନଘନ ନିଶ୍ୱାସ ବାହାରିବା ଆଦି ଲକ୍ଷଣ ଗୁଡ଼ିକ ଅଂଶୁଘାତରେ ପୀଡ଼ିତ ରୋଗୀଙ୍କର ଗୁରୁତର ଲକ୍ଷଣ ଅଟେ। ପୀଡ଼ିତଙ୍କ ନିକଟରେ ଏହି ସବୁ ଲକ୍ଷଣ ଦେଖାଦେଲେ ତୁରନ୍ତ ତାଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାନ୍ତୁ ବୋଲି ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ: ଜୁନ ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

15 Apr 2022 By The Sakala

ଜାଣନ୍ତୁ ଅଂଶୁଘାତର ଗୁରୁତର ଲକ୍ଷଣ….

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କ୍ରମାଗତ ଭାବେ ତାପମାତ୍ରା ବଢିବାରେ ଲାଗିଛି। ଅସହ୍ଯ ଗରମ ସାଙ୍ଗକୁ ଗୁଳୁଗୁଳି ମଧ୍ଯ ଅନୁଭୂତ ହେଉଛି। ତାପମାତ୍ରା ବୃଦ୍ଧି ପାଉଥିବାରୁ ଅଂଶୁଘାତରେ ଶିକାର ହେବାର ଆଶଙ୍କା ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ ଅଂଶୁଘାତ ନେଇ ସତର୍କ ସୂଚନା ଜାରି କରାଯାଇଛି। ଅଂଶୁଘାତର ଗୁରୁତ ଲକ୍ଷଣ ଗୁଡିକ ମଧ୍ଯ ଟ୍ବିଟ କରି କୁହାଯାଇଛି।

ଶରୀରର ତାପମାତ୍ର ବଢ଼ିଯିବା, ଝାଳ ବାହାରିବା ବନ୍ଦ ହୋଇଯିବା, ବାଉଳି ଚାଉଳି ହେବା, ମୂର୍ଚ୍ଛା ଯିବା ଓ ଘନଘନ ନିଶ୍ୱାସ ବାହାରିବା ଆଦି ଲକ୍ଷଣ ଗୁଡ଼ିକ ଅଂଶୁଘାତରେ ପୀଡ଼ିତ ରୋଗୀଙ୍କର ଗୁରୁତର ଲକ୍ଷଣ ଅଟେ। ପୀଡ଼ିତଙ୍କ ନିକଟରେ ଏହି ସବୁ ଲକ୍ଷଣ ଦେଖାଦେଲେ ତୁରନ୍ତ ତାଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାନ୍ତୁ ବୋଲି ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର