ଭୁବନେଶ୍ୱର ଲିଙ୍ଗିପୁର ଏଟିଏମ ମେସିନ୍‌ ଲୁଟ୍‌ ଘଟଣାରେ ୨ ଲୁଟେରା ଗିରଫ

The Sakala Picture
Published On

ଭୁବନେଶ୍ୱର: ଇମ୍ପସିବଲ୍ ହେଲା ପସିବଲ୍ । କମିଶନରେଟ୍‌ ପୋଲିସର ମିସନ୍‌ ଇମ୍ପସିବଲ୍‌ । ଲିଙ୍ଗିପୁର ATM ଲୁଟ ମାମଲାରେ ୨ ଲୁଟେରାକୁ କାବୁ କରିଛି ପୋଲିସ । ଗିରଫ ୨ ଅଭିଯୁକ୍ତ ହେଲେ ଖୋକନ ମୋଲ୍ଲା ଓ ମୀରଜୁଲା ରେହମାନ ମୋଲ୍ଲା । ବାଙ୍ଗଲୋରରୁ ଏହି ଗ୍ୟାଙ୍ଗର ୨ ସଦସ୍ୟଙ୍କୁ ଗିରଫ କରାଯାଇଛି । ଏମାନଙ୍କ ମଧ୍ୟରୁ ଜଣେ କୋଲକାତା ଓ ଅନ୍ୟ ଜଣେ ବାଂଲାଦେଶର ବୋଲି ସୂଚନା ମିଳିଛି । ଏମାନଙ୍କ ସହ ଆଉ ୪ […]

ଭୁବନେଶ୍ୱର: ଇମ୍ପସିବଲ୍ ହେଲା ପସିବଲ୍ । କମିଶନରେଟ୍‌ ପୋଲିସର ମିସନ୍‌ ଇମ୍ପସିବଲ୍‌ । ଲିଙ୍ଗିପୁର ATM ଲୁଟ ମାମଲାରେ ୨ ଲୁଟେରାକୁ କାବୁ କରିଛି ପୋଲିସ । ଗିରଫ ୨ ଅଭିଯୁକ୍ତ ହେଲେ ଖୋକନ ମୋଲ୍ଲା ଓ ମୀରଜୁଲା ରେହମାନ ମୋଲ୍ଲା । ବାଙ୍ଗଲୋରରୁ ଏହି ଗ୍ୟାଙ୍ଗର ୨ ସଦସ୍ୟଙ୍କୁ ଗିରଫ କରାଯାଇଛି । ଏମାନଙ୍କ ମଧ୍ୟରୁ ଜଣେ କୋଲକାତା ଓ ଅନ୍ୟ ଜଣେ ବାଂଲାଦେଶର ବୋଲି ସୂଚନା ମିଳିଛି । ଏମାନଙ୍କ ସହ ଆଉ ୪ ଜଣ ବାଂଲେଦେଶୀ ମଧ୍ୟ ସାମିଲ ଅଛନ୍ତି । ମୋଟ ୬ ଜଣିଆ ଗ୍ୟାଙ୍ଗ ୫ ତାରିଖରେ ଲୁଟ୍‌ ପାଇଁ ଭୁବନେଶ୍ବର ଆସିଥିଲେ । ଏନେଇ ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଗତ ୪ ତାରିଖରେ ଭୁବନେଶ୍ୱର ଇନ୍ଦିରା କଲୋନୀରେ ଥିବା ଏଟିଏମ ମେସିନ୍‌ ତାଡ଼ି ଏକ ଟାଟା ଏସି ଗାଡ଼ିରେ ନେଇ ଦୟା ନଦୀ କୂଳରେ ଫିଙ୍ଗି ଦେଇଥିଲେ ଦୁର୍ବୃତ୍ତ । ସିସିଟିଭି ଫୁଟେଜ ଆଧାରରେ ସ୍ପେଶାଲ ସ୍କ୍ଵାର୍ଡ ତଦନ୍ତ ଚଳାଇଥିଲା । ସରାଇ ଆପ ଜରିଆରେ ଲୁଟେରାଙ୍କୁ ଚିହ୍ନଟ କରିଥିଲା ପୋଲିସ । ଏହି ଘଟଣାରେ ୫ ଜଣ ଲୁଟେରା ସମ୍ପୃକ୍ତ ଥିଲେ । ଲୁଟ୍‌ ପରେ ଲୁଟେରା ମାନେ ଆନ୍ଧ୍ରପ୍ରଦେଶ ପଳାଇ ଯାଇଥିବା ଜାଣିବାକୁ ପାଇଥିଲା ପୋଲିସ ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

16 Apr 2022 By The Sakala

ଭୁବନେଶ୍ୱର ଲିଙ୍ଗିପୁର ଏଟିଏମ ମେସିନ୍‌ ଲୁଟ୍‌ ଘଟଣାରେ ୨ ଲୁଟେରା ଗିରଫ

ଭୁବନେଶ୍ୱର: ଇମ୍ପସିବଲ୍ ହେଲା ପସିବଲ୍ । କମିଶନରେଟ୍‌ ପୋଲିସର ମିସନ୍‌ ଇମ୍ପସିବଲ୍‌ । ଲିଙ୍ଗିପୁର ATM ଲୁଟ ମାମଲାରେ ୨ ଲୁଟେରାକୁ କାବୁ କରିଛି ପୋଲିସ । ଗିରଫ ୨ ଅଭିଯୁକ୍ତ ହେଲେ ଖୋକନ ମୋଲ୍ଲା ଓ ମୀରଜୁଲା ରେହମାନ ମୋଲ୍ଲା । ବାଙ୍ଗଲୋରରୁ ଏହି ଗ୍ୟାଙ୍ଗର ୨ ସଦସ୍ୟଙ୍କୁ ଗିରଫ କରାଯାଇଛି । ଏମାନଙ୍କ ମଧ୍ୟରୁ ଜଣେ କୋଲକାତା ଓ ଅନ୍ୟ ଜଣେ ବାଂଲାଦେଶର ବୋଲି ସୂଚନା ମିଳିଛି । ଏମାନଙ୍କ ସହ ଆଉ ୪ ଜଣ ବାଂଲେଦେଶୀ ମଧ୍ୟ ସାମିଲ ଅଛନ୍ତି । ମୋଟ ୬ ଜଣିଆ ଗ୍ୟାଙ୍ଗ ୫ ତାରିଖରେ ଲୁଟ୍‌ ପାଇଁ ଭୁବନେଶ୍ବର ଆସିଥିଲେ । ଏନେଇ ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଗତ ୪ ତାରିଖରେ ଭୁବନେଶ୍ୱର ଇନ୍ଦିରା କଲୋନୀରେ ଥିବା ଏଟିଏମ ମେସିନ୍‌ ତାଡ଼ି ଏକ ଟାଟା ଏସି ଗାଡ଼ିରେ ନେଇ ଦୟା ନଦୀ କୂଳରେ ଫିଙ୍ଗି ଦେଇଥିଲେ ଦୁର୍ବୃତ୍ତ । ସିସିଟିଭି ଫୁଟେଜ ଆଧାରରେ ସ୍ପେଶାଲ ସ୍କ୍ଵାର୍ଡ ତଦନ୍ତ ଚଳାଇଥିଲା । ସରାଇ ଆପ ଜରିଆରେ ଲୁଟେରାଙ୍କୁ ଚିହ୍ନଟ କରିଥିଲା ପୋଲିସ । ଏହି ଘଟଣାରେ ୫ ଜଣ ଲୁଟେରା ସମ୍ପୃକ୍ତ ଥିଲେ । ଲୁଟ୍‌ ପରେ ଲୁଟେରା ମାନେ ଆନ୍ଧ୍ରପ୍ରଦେଶ ପଳାଇ ଯାଇଥିବା ଜାଣିବାକୁ ପାଇଥିଲା ପୋଲିସ ।

https://www.thesakala.in/latest-odisha-news/two-arrested-in-bhubaneswar-lingipur-atm-loot-case/article-10815
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର