ଦେଶର ୬ଟି ପ୍ରକଳ୍ପ ମଧ୍ୟରୁ ପ୍ରଥମ ସ୍ଥାନ ଅଧିକାର କଲା ଭୁବନେଶ୍ୱର ସ୍ମାର୍ଟ ସିଟି ପ୍ରକଳ୍ପ

The Sakala Picture
Published On

ଭୁବନେଶ୍ୱର: ପୋଖରୀ ପୁନରୁଦ୍ଧାର କାର୍ଯ୍ଯକ୍ରମରେ ଦେଶର ୬ଟି ପ୍ରକଳ୍ପ ମଧ୍ୟରୁ ଭୁବନେଶ୍ୱର ସ୍ମାର୍ଟ ସିଟି ପ୍ରକଳ୍ପ ପ୍ରଥମ ସ୍ଥାନ ଅଧିକାର କରିଛି । ମାଆ ମଙ୍ଗଳା ବସ୍ତିରେ ଥିବା ଏକ ପୋଖରୀକୁ ମାତ୍ର ୭୫ ଘଣ୍ଟା ମଧ୍ୟରେ ପୁନରୁଦ୍ଧାର କରାଯାଇଛି । ଏଥି ସହିତ ବସ୍ତିରେ ଅବ୍ୟବହୃତ ହୋଇ ପଡ଼ି ରହିଥିବା ଏକ ଖୋଲାସ୍ଥାନକୁ ସର୍ବସାଧାରଣଙ୍କ ବ୍ୟବହାର ଉପଯୋଗୀ କରାଯାଇଛି । ଏହି ଖାଲିସ୍ଥାନରେ ଏବେ ବସ୍ତି ବାସିନ୍ଦାଙ୍କ ସ୍ୱାସ୍ଥ୍ୟ ଉପକରଣ ଓ ପିଲାଙ୍କ ଖେଳ ଉପକରଣ […]

ଭୁବନେଶ୍ୱର: ପୋଖରୀ ପୁନରୁଦ୍ଧାର କାର୍ଯ୍ଯକ୍ରମରେ ଦେଶର ୬ଟି ପ୍ରକଳ୍ପ ମଧ୍ୟରୁ ଭୁବନେଶ୍ୱର ସ୍ମାର୍ଟ ସିଟି ପ୍ରକଳ୍ପ ପ୍ରଥମ ସ୍ଥାନ ଅଧିକାର କରିଛି । ମାଆ ମଙ୍ଗଳା ବସ୍ତିରେ ଥିବା ଏକ ପୋଖରୀକୁ ମାତ୍ର ୭୫ ଘଣ୍ଟା ମଧ୍ୟରେ ପୁନରୁଦ୍ଧାର କରାଯାଇଛି । ଏଥି ସହିତ ବସ୍ତିରେ ଅବ୍ୟବହୃତ ହୋଇ ପଡ଼ି ରହିଥିବା ଏକ ଖୋଲାସ୍ଥାନକୁ ସର୍ବସାଧାରଣଙ୍କ ବ୍ୟବହାର ଉପଯୋଗୀ କରାଯାଇଛି । ଏହି ଖାଲିସ୍ଥାନରେ ଏବେ ବସ୍ତି ବାସିନ୍ଦାଙ୍କ ସ୍ୱାସ୍ଥ୍ୟ ଉପକରଣ ଓ ପିଲାଙ୍କ ଖେଳ ଉପକରଣ ଲଗାଯାଇଛି । କେନ୍ଦ୍ର ଗୃହ ନିର୍ମାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । କେବଳ ପୋଖରୀ କିମ୍ବା ଅବବ୍ୟହୃତ ସ୍ଥାନକୁ ବ୍ୟବହାର ଉପଯୋଗୀ କରାଯାଇନି । ବରଂ ବସ୍ତିରେ ଥିବା ଏକ ମନ୍ଦିରର ମଧ୍ୟ ରୂପାନ୍ତରଣ କରାଯାଇଛି । ବସ୍ତିବାସିନ୍ଦାଙ୍କ ସକ୍ରିୟ ସହଯୋଗରେ ଏହି କାର୍ଯ୍ଯ ସମ୍ଭବ ହୋଇଥିବା ସ୍ମାର୍ଟ ସିଟି ପକ୍ଷରୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପ୍ରସଙ୍ଗରେ ନବୀନଙ୍କ କଡ଼ା ସମାଲୋଚନା: ଓଡ଼ିଶାର ନ୍ୟାଯ୍ୟ ଅଧିକାର ସହ ସାଲିସ୍‌ କରିଛି ରାଜ୍ୟ ବିଜେପି

19 Apr 2022 By The Sakala

ଦେଶର ୬ଟି ପ୍ରକଳ୍ପ ମଧ୍ୟରୁ ପ୍ରଥମ ସ୍ଥାନ ଅଧିକାର କଲା ଭୁବନେଶ୍ୱର ସ୍ମାର୍ଟ ସିଟି ପ୍ରକଳ୍ପ

ଭୁବନେଶ୍ୱର: ପୋଖରୀ ପୁନରୁଦ୍ଧାର କାର୍ଯ୍ଯକ୍ରମରେ ଦେଶର ୬ଟି ପ୍ରକଳ୍ପ ମଧ୍ୟରୁ ଭୁବନେଶ୍ୱର ସ୍ମାର୍ଟ ସିଟି ପ୍ରକଳ୍ପ ପ୍ରଥମ ସ୍ଥାନ ଅଧିକାର କରିଛି । ମାଆ ମଙ୍ଗଳା ବସ୍ତିରେ ଥିବା ଏକ ପୋଖରୀକୁ ମାତ୍ର ୭୫ ଘଣ୍ଟା ମଧ୍ୟରେ ପୁନରୁଦ୍ଧାର କରାଯାଇଛି । ଏଥି ସହିତ ବସ୍ତିରେ ଅବ୍ୟବହୃତ ହୋଇ ପଡ଼ି ରହିଥିବା ଏକ ଖୋଲାସ୍ଥାନକୁ ସର୍ବସାଧାରଣଙ୍କ ବ୍ୟବହାର ଉପଯୋଗୀ କରାଯାଇଛି । ଏହି ଖାଲିସ୍ଥାନରେ ଏବେ ବସ୍ତି ବାସିନ୍ଦାଙ୍କ ସ୍ୱାସ୍ଥ୍ୟ ଉପକରଣ ଓ ପିଲାଙ୍କ ଖେଳ ଉପକରଣ ଲଗାଯାଇଛି । କେନ୍ଦ୍ର ଗୃହ ନିର୍ମାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । କେବଳ ପୋଖରୀ କିମ୍ବା ଅବବ୍ୟହୃତ ସ୍ଥାନକୁ ବ୍ୟବହାର ଉପଯୋଗୀ କରାଯାଇନି । ବରଂ ବସ୍ତିରେ ଥିବା ଏକ ମନ୍ଦିରର ମଧ୍ୟ ରୂପାନ୍ତରଣ କରାଯାଇଛି । ବସ୍ତିବାସିନ୍ଦାଙ୍କ ସକ୍ରିୟ ସହଯୋଗରେ ଏହି କାର୍ଯ୍ଯ ସମ୍ଭବ ହୋଇଥିବା ସ୍ମାର୍ଟ ସିଟି ପକ୍ଷରୁ କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର