ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସ୍ୱାସ୍ଥ୍ୟ ସମସ୍ୟା ପାଇଁ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୭ ଦିନିଆ ଅନ୍ତରୀଣ ଜାମିନ

The Sakala Picture
Published On

କଟକ: ବାହୁବଳୀ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଜାମିନ । ୭ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ ମଞ୍ଜୁର କଲେ ହାଇକୋର୍ଟ। ଜାମିନ୍ ଅବଧି ସରିବା ପରେ ଅତ୍ମସମର୍ପଣ କରିବା ପାଇଁ କୋର୍ଟ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟ ସମସ୍ୟା ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ୟ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦେବ ବିଜେପି କର୍ମୀମାନଙ୍କର […]

କଟକ: ବାହୁବଳୀ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଜାମିନ । ୭ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ ମଞ୍ଜୁର କଲେ ହାଇକୋର୍ଟ। ଜାମିନ୍ ଅବଧି ସରିବା ପରେ ଅତ୍ମସମର୍ପଣ କରିବା ପାଇଁ କୋର୍ଟ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟ ସମସ୍ୟା ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ୟ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ତାଙ୍କ ଚାରିଚକିଆ ଗାଡ଼ିକୁ ଭିଡ଼ ଭିତରକୁ ପୁରାଇ ଦେଇଥିଲେ। ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ। ତେବେ ଏହି ଘଟଣା ପରେ ଉତ୍ତ୍ୟକ୍ତ ଜନତା ବିଧାୟକ ଶ୍ରୀ ଜଗଦେବଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ସର୍ବସାଧାରଣଙ୍କ ଦ୍ବାରା ନିସ୍ତୁକ ମାଡ଼ ଖାଇବା ପରେ ବିଧାୟକ ଲହୁଲୁହାଣ ହୋଇଯାଇଥିଲେ। ତାଙ୍କୁ ମଧ୍ୟ ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଲୋକେ ତାଙ୍କ ଗାଡ଼ିକୁ ବାଡ଼େଇ ଭାଙ୍ଗିଦେଇଥିଲେ। ପ୍ରଶାନ୍ତ ଗତ ୨୨ ତାରିଖ ଅପରାହ୍ନରେ ହସ୍ପିଟାଲରୁ ବାହାରିବା ପରେ ପୁଲିସ ତାଙ୍କୁ ଗିରଫ କରିଥିଲା।

ଆହୁରି ପଢ଼ନ୍ତୁ: ଦଳର ବିଧାୟକ ପ୍ରାର୍ଥୀଙ୍କ ସହ ନବୀନଙ୍କ ବୈଠକ: ଏସ୍‌ଆଇଆର୍‌ ସମୟରେ ସତର୍କ ଓ ସଜାଗ ରହିବାକୁ ପରାମର୍ଶ

22 Apr 2022 By The Sakala

ସ୍ୱାସ୍ଥ୍ୟ ସମସ୍ୟା ପାଇଁ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୭ ଦିନିଆ ଅନ୍ତରୀଣ ଜାମିନ

କଟକ: ବାହୁବଳୀ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଜାମିନ । ୭ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ ମଞ୍ଜୁର କଲେ ହାଇକୋର୍ଟ। ଜାମିନ୍ ଅବଧି ସରିବା ପରେ ଅତ୍ମସମର୍ପଣ କରିବା ପାଇଁ କୋର୍ଟ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟ ସମସ୍ୟା ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ ।

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ୟ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ତାଙ୍କ ଚାରିଚକିଆ ଗାଡ଼ିକୁ ଭିଡ଼ ଭିତରକୁ ପୁରାଇ ଦେଇଥିଲେ। ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ। ତେବେ ଏହି ଘଟଣା ପରେ ଉତ୍ତ୍ୟକ୍ତ ଜନତା ବିଧାୟକ ଶ୍ରୀ ଜଗଦେବଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ସର୍ବସାଧାରଣଙ୍କ ଦ୍ବାରା ନିସ୍ତୁକ ମାଡ଼ ଖାଇବା ପରେ ବିଧାୟକ ଲହୁଲୁହାଣ ହୋଇଯାଇଥିଲେ। ତାଙ୍କୁ ମଧ୍ୟ ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଲୋକେ ତାଙ୍କ ଗାଡ଼ିକୁ ବାଡ଼େଇ ଭାଙ୍ଗିଦେଇଥିଲେ। ପ୍ରଶାନ୍ତ ଗତ ୨୨ ତାରିଖ ଅପରାହ୍ନରେ ହସ୍ପିଟାଲରୁ ବାହାରିବା ପରେ ପୁଲିସ ତାଙ୍କୁ ଗିରଫ କରିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର