ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି- ପୁରୀ ଗଜପତି

The Sakala Picture
Published On

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଗଜପତି । ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ଶ୍ରୀମନ୍ଦିର ସୌନ୍ଦର୍ଯ୍ଯକରଣ କାମରେ କୌଣସି ବାଧା ସୃଷ୍ଟି ହେବା ଉଚିତ ନୁହେଁ । ସରକାର ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଏହି ପରିକ୍ରମା ପ୍ରକଳ୍ପ କାମ ହାତକୁ ନେଇଛନ୍ତି । ମହାପ୍ରଭୁଙ୍କ କାମ ସମସ୍ତଙ୍କ ଦାୟିତ୍ୱ । ଯୋଜନା କେମିତି ସୁରୁଖୁରୁରେ ଆଗେଇ ଚାଲିବ ସେ ନେଇ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ଗଜପତି ମହାରାଜ ଦିବ୍ୟ […]

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଗଜପତି । ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ଶ୍ରୀମନ୍ଦିର ସୌନ୍ଦର୍ଯ୍ଯକରଣ କାମରେ କୌଣସି ବାଧା ସୃଷ୍ଟି ହେବା ଉଚିତ ନୁହେଁ । ସରକାର ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଏହି ପରିକ୍ରମା ପ୍ରକଳ୍ପ କାମ ହାତକୁ ନେଇଛନ୍ତି । ମହାପ୍ରଭୁଙ୍କ କାମ ସମସ୍ତଙ୍କ ଦାୟିତ୍ୱ । ଯୋଜନା କେମିତି ସୁରୁଖୁରୁରେ ଆଗେଇ ଚାଲିବ ସେ ନେଇ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ଗଜପତି ମହାରାଜ ଦିବ୍ୟ ସିଂହ ଦେବ କହିଛନ୍ତି ।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସହଯୋଗରେ କାମ ଜାରି ରହି କାମ ଶେଷ ହେବା ଦରକାର । କୌଣସି ଗୋଟିଏ ବ୍ୟକ୍ତି କିମ୍ବା ଦଳ କିମ୍ବା ସରକାରଙ୍କ ଏହା କାମ ନୁହେଁ । ଏହି ଧାମକୁ ବିଶ୍ୱସ୍ତରରେ ସ୍ଥାପନ କରିବା ପାଇଁ ନିତାନ୍ତ ଆବଶ୍ୟକ । ଏଥିପାଇଁ ସମସ୍ତ ଭକ୍ତ ମିଳିମିଶି ଆଲୋଚନା କରି ପ୍ରଥମେ ସମସ୍ତ ବାଧା ହଟାଇବା ଦରକାର । ସମାଧାନର ରାସ୍ତା ବାହାର କରିବା ଦରକାର ବୋଲି କହିଛନ୍ତି ଗଜପତି ମହାରାଜ ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

25 Apr 2022 By The Sakala

ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି- ପୁରୀ ଗଜପତି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଗଜପତି । ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ଶ୍ରୀମନ୍ଦିର ସୌନ୍ଦର୍ଯ୍ଯକରଣ କାମରେ କୌଣସି ବାଧା ସୃଷ୍ଟି ହେବା ଉଚିତ ନୁହେଁ । ସରକାର ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଏହି ପରିକ୍ରମା ପ୍ରକଳ୍ପ କାମ ହାତକୁ ନେଇଛନ୍ତି । ମହାପ୍ରଭୁଙ୍କ କାମ ସମସ୍ତଙ୍କ ଦାୟିତ୍ୱ । ଯୋଜନା କେମିତି ସୁରୁଖୁରୁରେ ଆଗେଇ ଚାଲିବ ସେ ନେଇ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ଗଜପତି ମହାରାଜ ଦିବ୍ୟ ସିଂହ ଦେବ କହିଛନ୍ତି ।

ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସହଯୋଗରେ କାମ ଜାରି ରହି କାମ ଶେଷ ହେବା ଦରକାର । କୌଣସି ଗୋଟିଏ ବ୍ୟକ୍ତି କିମ୍ବା ଦଳ କିମ୍ବା ସରକାରଙ୍କ ଏହା କାମ ନୁହେଁ । ଏହି ଧାମକୁ ବିଶ୍ୱସ୍ତରରେ ସ୍ଥାପନ କରିବା ପାଇଁ ନିତାନ୍ତ ଆବଶ୍ୟକ । ଏଥିପାଇଁ ସମସ୍ତ ଭକ୍ତ ମିଳିମିଶି ଆଲୋଚନା କରି ପ୍ରଥମେ ସମସ୍ତ ବାଧା ହଟାଇବା ଦରକାର । ସମାଧାନର ରାସ୍ତା ବାହାର କରିବା ଦରକାର ବୋଲି କହିଛନ୍ତି ଗଜପତି ମହାରାଜ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର