ତାତିରେ ଜନଜୀବନ ଅସ୍ତବ୍ୟସ୍ତ: ୪୪.୫ ଡ଼ିଗ୍ରୀ ତାପମାତ୍ରା ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର

The Sakala Picture
Published On

ଭୁବନେଶ୍ବର: ବଢୁଛି ସୂର୍ଯ୍ୟଙ୍କ ଉତ୍ତାପ, ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ତାତିରୁ ମିଳୁନି ନିସ୍ତାର । ଆଜି ବୌଦ୍ଧ ୪୪.୫ ଡ଼ିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ୨୨  ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ଓ ତାଠାରୁ ଅଧିକ ରହିଛି। ୧୬ଟି ସହରର ତାପମାତ୍ରା ୪୨ ଡ଼ିଗ୍ରୀ ପାର କରିଥିବା ବେଳେ ୯  ସହରର ତାପମାତ୍ରା ୪୩ ଡ଼ିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି।  ଝାରସୁଗୁ଼ଡାରେ ୪୩.୯ ଡ଼ିଗ୍ରୀ, ବଲାଙ୍ଗୀରରେ ୪୩.୮ […]

ଭୁବନେଶ୍ବର: ବଢୁଛି ସୂର୍ଯ୍ୟଙ୍କ ଉତ୍ତାପ, ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ତାତିରୁ ମିଳୁନି ନିସ୍ତାର । ଆଜି ବୌଦ୍ଧ ୪୪.୫ ଡ଼ିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ୨୨  ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ଓ ତାଠାରୁ ଅଧିକ ରହିଛି। ୧୬ଟି ସହରର ତାପମାତ୍ରା ୪୨ ଡ଼ିଗ୍ରୀ ପାର କରିଥିବା ବେଳେ ୯  ସହରର ତାପମାତ୍ରା ୪୩ ଡ଼ିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି। 

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଝାରସୁଗୁ଼ଡାରେ ୪୩.୯ ଡ଼ିଗ୍ରୀ, ବଲାଙ୍ଗୀରରେ ୪୩.୮ ଡ଼ିଗ୍ରୀ , ସୋନପୁରରରେ ୪୩.୬ ଡ଼ିଗ୍ରୀ, ସମ୍ବଲପୁରରେ ୪୩.୧ ଡ଼ିଗ୍ରୀ, ବାରିପଦାରେ ୪୩.୮ ଡ଼ିଗ୍ରୀ, ଅନୁଗୁଳରେ ୪୩.୧ ଡ଼ିଗ୍ରୀ, ସୁନ୍ଦରଗଡ଼ରେ ୪୩ ଡିଗ୍ରୀ  ଏବଂ ଟିଟିଲାଗଡ଼ରେ ୪୩.୫ ଡ଼ିଗ୍ରୀ ତାପମାତ୍ରା ରହିଛି ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର