ହିଟ୍-ୱେଭରେ ଲାଗିବ ବ୍ରେକ୍: ଆଉ ୩ଦିନ ପରେ ରାଜ୍ଯରେ କାଳବୈଶାଖୀ ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଡହଡ଼ହ ଖରାରେ ସିଝୁଛି ସାରା ଓଡ଼ାଶା। ଆଗାମୀ ୧ ତାରିଖ ପର୍ଯ୍ଯନ୍ତ ସ୍ୱଭାବିକ ତାପମାତ୍ରାଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ରୁ ୫ଡିଗ୍ରୀ ପର୍ଯ୍ଯନ୍ତ ଅଧିକ ତାପମାତ୍ରା ରହିବ। ଆଜି ଏବଂ ଆସନ୍ତାକାଲି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼ ,ବରଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ୨୮ ଏବଂ ୨୯ ତାରିଖରେ ଅଧିକ ତାପମାତ୍ରା ରହିବ । ୩୦ ତାରିଖରେ […]

ଭୁବନେଶ୍ୱର: ରାଜ୍ଯରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଡହଡ଼ହ ଖରାରେ ସିଝୁଛି ସାରା ଓଡ଼ାଶା। ଆଗାମୀ ୧ ତାରିଖ ପର୍ଯ୍ଯନ୍ତ ସ୍ୱଭାବିକ ତାପମାତ୍ରାଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ରୁ ୫ଡିଗ୍ରୀ ପର୍ଯ୍ଯନ୍ତ ଅଧିକ ତାପମାତ୍ରା ରହିବ। ଆଜି ଏବଂ ଆସନ୍ତାକାଲି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼ ,ବରଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ୨୮ ଏବଂ ୨୯ ତାରିଖରେ ଅଧିକ ତାପମାତ୍ରା ରହିବ । ୩୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସୋନପୁର, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

କାଳବୈଶାଖୀ ପ୍ରଭାବ ରାଜ୍ୟରେ ହିଟ-ୱେଭରେ ବ୍ରେକ ଲାଗିବ। ଆଗାମୀ ୩ ଦିନ ପରେ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ପରବର୍ତୀ ୨ ଦିନ ମଧ୍ୟରେ  ମଇ ୧ ରୁ ୨ ତାରିଖ ମଧ୍ଯରେ ୨ ଡ଼ିଗ୍ରୀ ଯାଏଁ ତଳକୁ ଦିନରେ ତାତି ଖସିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଅନ୍ୟପଟେ ୨ ଓ ୩ ତାରିଖରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଘଡଘଡି ହୋଇପାରେ । ଏନେଇ ଉପକୂଳ ଓଡିଶାର ବିଭିନ୍ନ ଜିଲ୍ଲାକୁ ୟେଲୋ ୱର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

 

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର