ହିଟ୍ ୱେଭ୍: ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅଧିକାଂଶ ଜିଲ୍ଲାରେ ୪୦ରୁ ୪୫ ଡିଗ୍ରୀ ମଧ୍ୟରେ ରହିବ ତାପମାତ୍ରା । ୨୪ ଘଣ୍ଟା ମଧ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।  ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, ଅନୁଗୁଳ, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗିରକୁ ହିଟ୍ ୱୋଭ ନେଇ ସତର୍କ ସୂଚନା ଜାରି କରାଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକଠୁ ୩ରୁ ୫ ଡିଗ୍ରୀ […]

ଭୁବନେଶ୍ୱର: ରାଜ୍ଯରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅଧିକାଂଶ ଜିଲ୍ଲାରେ ୪୦ରୁ ୪୫ ଡିଗ୍ରୀ ମଧ୍ୟରେ ରହିବ ତାପମାତ୍ରା । ୨୪ ଘଣ୍ଟା ମଧ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।  ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, ଅନୁଗୁଳ, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗିରକୁ ହିଟ୍ ୱୋଭ ନେଇ ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକଠୁ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢିବା ନେଇ ଆକଳନ କରାଯାଇଛି । ଦୁଇଦିନ ପରେ ମେ’ ପହିଲାରୁ କମିବ ତାପମାତ୍ରା । କାଳବୈଶାଖୀ ପ୍ରଭାବରେ କମିବ ପାରଦ । ମେ ୧ ରୁ ୨ ତାରିଖ ମଧ୍ୟରେ ୨ ଡିଗ୍ରୀ ଯାଏ ତଳକୁ ଖସିବ ଦିନର ତାତି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର