ବ୍ରଜରାଜନଗର ଉପନିର୍ବାଚନ ପାଇଁ କିଶୋର ପଟେଲଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା କଂଗ୍ରେସ

The Sakala Picture
Published On

ଭୁବନେଶ୍ବର: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ  ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କିଶୋର ପଟେଲଙ୍କ ନାଁରେ କଂଗ୍ରେସ ଅଧ୍ଯକ୍ଷ ସୋନୀଆ ଗାନ୍ଧୀ ମୋହର ମାରିଛନ୍ତି । ସୂଚନା ଅନୁଯାୟୀ, ଅନ୍ୟପଟେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ରାଧାରାଣୀ ପଣ୍ଡା  ଓ ବିଜେଡି ପକ୍ଷରୁ ପୂର୍ବତନ ବିଧାୟକ ସ୍ବର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜୁ ଜନତା ଦଳ।

ଭୁବନେଶ୍ବର: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ  ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କିଶୋର ପଟେଲଙ୍କ ନାଁରେ କଂଗ୍ରେସ ଅଧ୍ଯକ୍ଷ ସୋନୀଆ ଗାନ୍ଧୀ ମୋହର ମାରିଛନ୍ତି ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସୂଚନା ଅନୁଯାୟୀ, ଅନ୍ୟପଟେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ରାଧାରାଣୀ ପଣ୍ଡା  ଓ ବିଜେଡି ପକ୍ଷରୁ ପୂର୍ବତନ ବିଧାୟକ ସ୍ବର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜୁ ଜନତା ଦଳ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର