ଅଭିନେତା ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହେବା ପରେ ରଜନୀକାନ୍ତଙ୍କୁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ଟ୍ବିଟରେ ଲେଖିଛନ୍ତି ଯେ , ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ ମହାନ୍ ଅଭିନେତା ରଜନୀକାନ୍ତଙ୍କୁ ଶୁଭେଚ୍ଛା । ଭାରତୀୟ ସିନେମାର ଅଭିବୃଦ୍ଧି ପାଇଁ ଅଭିନେତା ରଜନୀକାନ୍ତଙ୍କର ଅତୁଳନୀୟ ଅବଦାନ ରହିଛି । ଯେଉଁଥିପାଇଁ ଆଜି ତାଙ୍କର ଲକ୍ଷ ଲକ୍ଷ ଫ୍ୟାନ୍ ଅଛନ୍ତି। ସାଉଥ୍ ସୁପରଷ୍ଟାର ରଜନୀକାନ୍ତଙ୍କୁ […]

ଭୁବନେଶ୍ବର: ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହେବା ପରେ ରଜନୀକାନ୍ତଙ୍କୁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଜେଲ୍‌ରେ ପଡ଼ିଲା ହାତଗଣ୍ଠି, ଜୀବନସାଥୀ ହେଲେ ଦୁଇ ବିଚାରାଧୀନ କଏଦୀ

ନବୀନ ଟ୍ବିଟରେ ଲେଖିଛନ୍ତି ଯେ , ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ ମହାନ୍ ଅଭିନେତା ରଜନୀକାନ୍ତଙ୍କୁ ଶୁଭେଚ୍ଛା । ଭାରତୀୟ ସିନେମାର ଅଭିବୃଦ୍ଧି ପାଇଁ ଅଭିନେତା ରଜନୀକାନ୍ତଙ୍କର ଅତୁଳନୀୟ ଅବଦାନ ରହିଛି । ଯେଉଁଥିପାଇଁ ଆଜି ତାଙ୍କର ଲକ୍ଷ ଲକ୍ଷ ଫ୍ୟାନ୍ ଅଛନ୍ତି।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ସାଉଥ୍ ସୁପରଷ୍ଟାର ରଜନୀକାନ୍ତଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର ନେଇ ଆଜି କେନ୍ଦ୍ର ସୂଚନା ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଘୋଷଣା କରିଛନ୍ତି । ରଜନୀକାନ୍ତ ୨୦୧୯ ଦାଦାସାହେବ ଫାଲକେ ପୁରସ୍କାର ପାଇବେ । ସେଥିପାଇଁ ମୁଁ ବହୁତ ଖୁସି । ଚଳିତବର୍ଷ ଦାଦା ସାହେବ ଫାଲକେର ୫ ଜଣ ଜୁରୀ ଆଶା ଭୋଁସଲେ, ସୁଭାଷ ଘାଇ, ମୋହନ ଲାଲ, ଶଙ୍କର ମହାଦେବନ ଏବଂ ବିଶ୍ୱଜିତ ଚାଟାର୍ଜୀଙ୍କୁ ନେଇ ଗଠିତ ପ୍ୟାନେଲ ସର୍ବସମ୍ମତି କ୍ରମେ ରଜନୀକାନ୍ତଙ୍କ ପାଇଁ ଏହି ପୁରସ୍କାର ସୁପାରିଶ କରିଛନ୍ତି । ଏନେଇ ପ୍ରକାଶ ଜାଭଡେକର ଟ୍ୱିଟ୍ କରି କହିଛନ୍ତି ।

ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ହେବ ତିନି ରଥର ଦକ୍ଷିଣ ମୋଡ଼

ସିନେମାର ଗଡ ଫାଦର କୁହାଯାଉଥିବା ଦାଦାସାହେବ ଫାଲକେଙ୍କ ନାମରେ ଏହି ସର୍ବୋଚ୍ଚ ପୁରସ୍କାର ପ୍ରଦାନ କରାଯାଏ । ୧୯୬୯ ମସିହାରେ ଏହି ପୁରସ୍କାର ଆରମ୍ଭ ହୋଇଥିଲା ।

01 Apr 2021 By The Sakala

ଅଭିନେତା ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହେବା ପରେ ରଜନୀକାନ୍ତଙ୍କୁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନବୀନ ଟ୍ବିଟରେ ଲେଖିଛନ୍ତି ଯେ , ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ ମହାନ୍ ଅଭିନେତା ରଜନୀକାନ୍ତଙ୍କୁ ଶୁଭେଚ୍ଛା । ଭାରତୀୟ ସିନେମାର ଅଭିବୃଦ୍ଧି ପାଇଁ ଅଭିନେତା ରଜନୀକାନ୍ତଙ୍କର ଅତୁଳନୀୟ ଅବଦାନ ରହିଛି । ଯେଉଁଥିପାଇଁ ଆଜି ତାଙ୍କର ଲକ୍ଷ ଲକ୍ଷ ଫ୍ୟାନ୍ ଅଛନ୍ତି।

ସାଉଥ୍ ସୁପରଷ୍ଟାର ରଜନୀକାନ୍ତଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର ନେଇ ଆଜି କେନ୍ଦ୍ର ସୂଚନା ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଘୋଷଣା କରିଛନ୍ତି । ରଜନୀକାନ୍ତ ୨୦୧୯ ଦାଦାସାହେବ ଫାଲକେ ପୁରସ୍କାର ପାଇବେ । ସେଥିପାଇଁ ମୁଁ ବହୁତ ଖୁସି । ଚଳିତବର୍ଷ ଦାଦା ସାହେବ ଫାଲକେର ୫ ଜଣ ଜୁରୀ ଆଶା ଭୋଁସଲେ, ସୁଭାଷ ଘାଇ, ମୋହନ ଲାଲ, ଶଙ୍କର ମହାଦେବନ ଏବଂ ବିଶ୍ୱଜିତ ଚାଟାର୍ଜୀଙ୍କୁ ନେଇ ଗଠିତ ପ୍ୟାନେଲ ସର୍ବସମ୍ମତି କ୍ରମେ ରଜନୀକାନ୍ତଙ୍କ ପାଇଁ ଏହି ପୁରସ୍କାର ସୁପାରିଶ କରିଛନ୍ତି । ଏନେଇ ପ୍ରକାଶ ଜାଭଡେକର ଟ୍ୱିଟ୍ କରି କହିଛନ୍ତି ।

ସିନେମାର ଗଡ ଫାଦର କୁହାଯାଉଥିବା ଦାଦାସାହେବ ଫାଲକେଙ୍କ ନାମରେ ଏହି ସର୍ବୋଚ୍ଚ ପୁରସ୍କାର ପ୍ରଦାନ କରାଯାଏ । ୧୯୬୯ ମସିହାରେ ଏହି ପୁରସ୍କାର ଆରମ୍ଭ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର