ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜୁନ ୧୦ରେ ଓଡିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଆସନ୍ତା ଜୁନ ୧୦ରେ ଓଡିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ । ୧୫ ରାଜ୍ୟର ଖାଲି ହେବାକୁ ଥିବା ୫୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ୫୭ ରାଜ୍ୟସଭା ଆସନ ମଧ୍ୟରୁ ଓଡ଼ିଶାର ୩ ଆସନ ପାଇଁ ହେବ ନିର୍ବାଚନ । ଏନେଇ ଆସନ୍ତା ୨୪ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ […]

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଆସନ୍ତା ଜୁନ ୧୦ରେ ଓଡିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ । ୧୫ ରାଜ୍ୟର ଖାଲି ହେବାକୁ ଥିବା ୫୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ୫୭ ରାଜ୍ୟସଭା ଆସନ ମଧ୍ୟରୁ ଓଡ଼ିଶାର ୩ ଆସନ ପାଇଁ ହେବ ନିର୍ବାଚନ । ଏନେଇ ଆସନ୍ତା ୨୪ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଭଳି ୩୧ ମେ’ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧ ଜୁନରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିଭଳି ୩ ଜୁନ୍ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିବା ବେଳେ ୧୦ ଜୁନରେ ହେବ ନିର୍ବାଚନ । ସକାଳ ୯ଟାରୁ ୪ଟା ମଧ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ହେବ ଭୋଟ । ସେହିଦିନ ଅଥାର୍ତ ୧୦ ଜୁନ୍ ୫ଟା ବେଳକୁ ଫଳାଫଳ ପ୍ରକାଶ ପାଇବ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ଜୁଲାଇ ପହିଲାରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ତାହା ପୂର୍ବରୁ ନିର୍ବାଚନ ସରିବ । ଓଡ଼ିଶାର ଏନ୍ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଓ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେବ । ଆଉ ଫାଙ୍କା ହେବାକୁ ଥିବା ଏହି ଆସନ ପାଇଁ ଆସନ୍ତା ଜୁନ୍ ୧୦ରେ ହେବ ରାଜ୍ୟସଭା ନିର୍ବାଚନ ।

ଆହୁରି ପଢ଼ନ୍ତୁ: ନିବେଶ ଅନୁକୂଳ ସୂଚୀରେ ଓଡ଼ିଶାକୁ ୫ମ ସ୍ଥାନ: ନବୀନ କହିଲେ, ବିଜେଡି ସରକାରଙ୍କ ୨୫ ବର୍ଷ ପ୍ରୟାସର ଫଳ

12 May 2022 By The Sakala

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜୁନ ୧୦ରେ ଓଡିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଆସନ୍ତା ଜୁନ ୧୦ରେ ଓଡିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ । ୧୫ ରାଜ୍ୟର ଖାଲି ହେବାକୁ ଥିବା ୫୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ୫୭ ରାଜ୍ୟସଭା ଆସନ ମଧ୍ୟରୁ ଓଡ଼ିଶାର ୩ ଆସନ ପାଇଁ ହେବ ନିର୍ବାଚନ । ଏନେଇ ଆସନ୍ତା ୨୪ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଭଳି ୩୧ ମେ’ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧ ଜୁନରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିଭଳି ୩ ଜୁନ୍ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିବା ବେଳେ ୧୦ ଜୁନରେ ହେବ ନିର୍ବାଚନ । ସକାଳ ୯ଟାରୁ ୪ଟା ମଧ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ହେବ ଭୋଟ । ସେହିଦିନ ଅଥାର୍ତ ୧୦ ଜୁନ୍ ୫ଟା ବେଳକୁ ଫଳାଫଳ ପ୍ରକାଶ ପାଇବ ।

ଜୁଲାଇ ପହିଲାରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ତାହା ପୂର୍ବରୁ ନିର୍ବାଚନ ସରିବ । ଓଡ଼ିଶାର ଏନ୍ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଓ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେବ । ଆଉ ଫାଙ୍କା ହେବାକୁ ଥିବା ଏହି ଆସନ ପାଇଁ ଆସନ୍ତା ଜୁନ୍ ୧୦ରେ ହେବ ରାଜ୍ୟସଭା ନିର୍ବାଚନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର