ରାଜଧାନୀର ସୁନ୍ଦରପଦାରେ ବୋମାମାଡ଼, ୪ ଅଟକ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବର ଉପକଣ୍ଠ ସୁନ୍ଦରପଦା ଆଜାଦନଗର ଅଞ୍ଚଳରେ ଗୁରୁବାର ସନ୍ଧ୍ଯାରେ ବୋମାମାଡ଼ ହୋଇଛି। ଗୋଟିଏ ଗୋଷ୍ଠୀ ପକ୍ଷରୁ ବୋମାମାଡ଼ ସହ ମାରଣାସ୍ତ୍ରରେ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଏହି ଆକ୍ରମଣରେ ୨ ଜଣ ଆହତ ହୋଇଛନ୍ତି। ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ବେଳେ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଫଳରେ ଘଟଣାସ୍ଥଳରେ ପୁଲିସ ପହଞ୍ଚିତଦନ୍ତ ଆରମ୍ଭ କରିଛି । ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଏୟାର ଫିଲ୍ଡ ଥାନା ପୁଲିସ ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

01 Apr 2021 By The Sakala

ରାଜଧାନୀର ସୁନ୍ଦରପଦାରେ ବୋମାମାଡ଼, ୪ ଅଟକ

ଭୁବନେଶ୍ବର: ଭୁବନେଶ୍ବର ଉପକଣ୍ଠ ସୁନ୍ଦରପଦା ଆଜାଦନଗର ଅଞ୍ଚଳରେ ଗୁରୁବାର ସନ୍ଧ୍ଯାରେ ବୋମାମାଡ଼ ହୋଇଛି। ଗୋଟିଏ ଗୋଷ୍ଠୀ ପକ୍ଷରୁ ବୋମାମାଡ଼ ସହ ମାରଣାସ୍ତ୍ରରେ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଏହି ଆକ୍ରମଣରେ ୨ ଜଣ ଆହତ ହୋଇଛନ୍ତି। ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ବେଳେ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଫଳରେ ଘଟଣାସ୍ଥଳରେ ପୁଲିସ ପହଞ୍ଚିତଦନ୍ତ ଆରମ୍ଭ କରିଛି । ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଏୟାର ଫିଲ୍ଡ ଥାନା ପୁଲିସ ।

https://www.thesakala.in/latest-odisha-news/bombing-in-sundarpada/article-1155
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର