ପୋଖରୀ ଖୋଳିବାବେଳେ ମାଟି ତଳୁ ବାହାରୁଛି ପୁଳା ପୁଳା ରତ୍ନପଥର, ନେବା ପାଇଁ ଲାଗିଛି ଲୋକଙ୍କ ପ୍ରବଳ ଭିଡ

The Sakala Picture
Published On

ବୌଦ୍ଧ: ଆଶ୍ଚର୍ଯ୍ୟ ର କଥା , ମାଟି ତଳୁ ବାହାରୁଛି ପୁଳା ପୁଳା ରତ୍ନ ପଥର । ବନ୍ଧ ଖନନ ବେଳେ ମିଳୁଛି କେଜି କେଜି ରତ୍ନ ପଥର । ରତ୍ନ ପଥର ସବୁ ବୋହି ନେବା ପାଇଁ ଲାଗିଛି ଲୋକଙ୍କ ପ୍ରବଳ ଭିଡ। ଏହା ହେଉଛି ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଶଗଡା ପଂଚାୟତ ଅନ୍ତର୍ଗତ ସରଧାପାଲି ଗ୍ରାମର ଘଟଣା । ସୂଚନା ଅନୁଯାୟୀ, ବୌଦ୍ଧ ବ୍ଲକ ପକ୍ଷରୁ ଶରଧାପାଲି ଗ୍ରାମରେ ମନରେଗା ଯୋଜନାରେ ବନ୍ଧ […]

ବୌଦ୍ଧ: ଆଶ୍ଚର୍ଯ୍ୟ ର କଥା , ମାଟି ତଳୁ ବାହାରୁଛି ପୁଳା ପୁଳା ରତ୍ନ ପଥର । ବନ୍ଧ ଖନନ ବେଳେ ମିଳୁଛି କେଜି କେଜି ରତ୍ନ ପଥର । ରତ୍ନ ପଥର ସବୁ ବୋହି ନେବା ପାଇଁ ଲାଗିଛି ଲୋକଙ୍କ ପ୍ରବଳ ଭିଡ। ଏହା ହେଉଛି ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଶଗଡା ପଂଚାୟତ ଅନ୍ତର୍ଗତ ସରଧାପାଲି ଗ୍ରାମର ଘଟଣା ।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ସୂଚନା ଅନୁଯାୟୀ, ବୌଦ୍ଧ ବ୍ଲକ ପକ୍ଷରୁ ଶରଧାପାଲି ଗ୍ରାମରେ ମନରେଗା ଯୋଜନାରେ ବନ୍ଧ ଖନନ ହେଉଥିବା ସମୟରେ ଶ୍ରମିକ ମାନେ ବିଭିନ୍ନ ପ୍ରକାର ର ରତ୍ନ ପଥର ଦେଖିବାକୁ ପାଇଥିଲେ। ଏହି ଘଟଣା ପ୍ରଚାର ହେବା ପରେ ଶହଶହ ଲୋକ ସେଠାକୁ ଯାଇ ମାଟି ଖୋଲିବାରେ ଲାଗି ପଡିଛନ୍ତି । ସେଠାରେ ପ୍ରବଳ ଭିଡ ଲାଗିରହିଥିଲା । ଅନେକ ଲୋକ ବିଭିନ୍ନ ପ୍ରକାରର ରତ୍ନ ପଥର ପାଇ ଲକ୍ଷାଧିକ ଟଙ୍କାରେ ବିକ୍ରିକରି ଲାଭବାନ ହୋଇଥିବା ଖବର ମଧ୍ୟ ଚର୍ଚ୍ଚା ହେଉଛି । ତେବେ ଘଟଣା ସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚି ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଥିବା ବେଳେ ଫରେନସିକ ଟିମ ତଦାରଖ ପାଇଁ ସୁପାରିସ କରାଯାଇଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

14 May 2022 By The Sakala

ପୋଖରୀ ଖୋଳିବାବେଳେ ମାଟି ତଳୁ ବାହାରୁଛି ପୁଳା ପୁଳା ରତ୍ନପଥର, ନେବା ପାଇଁ ଲାଗିଛି ଲୋକଙ୍କ ପ୍ରବଳ ଭିଡ

ବୌଦ୍ଧ: ଆଶ୍ଚର୍ଯ୍ୟ ର କଥା , ମାଟି ତଳୁ ବାହାରୁଛି ପୁଳା ପୁଳା ରତ୍ନ ପଥର । ବନ୍ଧ ଖନନ ବେଳେ ମିଳୁଛି କେଜି କେଜି ରତ୍ନ ପଥର । ରତ୍ନ ପଥର ସବୁ ବୋହି ନେବା ପାଇଁ ଲାଗିଛି ଲୋକଙ୍କ ପ୍ରବଳ ଭିଡ। ଏହା ହେଉଛି ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଶଗଡା ପଂଚାୟତ ଅନ୍ତର୍ଗତ ସରଧାପାଲି ଗ୍ରାମର ଘଟଣା ।

ସୂଚନା ଅନୁଯାୟୀ, ବୌଦ୍ଧ ବ୍ଲକ ପକ୍ଷରୁ ଶରଧାପାଲି ଗ୍ରାମରେ ମନରେଗା ଯୋଜନାରେ ବନ୍ଧ ଖନନ ହେଉଥିବା ସମୟରେ ଶ୍ରମିକ ମାନେ ବିଭିନ୍ନ ପ୍ରକାର ର ରତ୍ନ ପଥର ଦେଖିବାକୁ ପାଇଥିଲେ। ଏହି ଘଟଣା ପ୍ରଚାର ହେବା ପରେ ଶହଶହ ଲୋକ ସେଠାକୁ ଯାଇ ମାଟି ଖୋଲିବାରେ ଲାଗି ପଡିଛନ୍ତି । ସେଠାରେ ପ୍ରବଳ ଭିଡ ଲାଗିରହିଥିଲା । ଅନେକ ଲୋକ ବିଭିନ୍ନ ପ୍ରକାରର ରତ୍ନ ପଥର ପାଇ ଲକ୍ଷାଧିକ ଟଙ୍କାରେ ବିକ୍ରିକରି ଲାଭବାନ ହୋଇଥିବା ଖବର ମଧ୍ୟ ଚର୍ଚ୍ଚା ହେଉଛି । ତେବେ ଘଟଣା ସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚି ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଥିବା ବେଳେ ଫରେନସିକ ଟିମ ତଦାରଖ ପାଇଁ ସୁପାରିସ କରାଯାଇଥିବା ଜଣାପଡ଼ିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର