କନ୍ଧମାଳ ଗସ୍ତରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳୀ, ପ୍ରସ୍ତାବିତ ମେଡିକାଲ କଲେଜର କରିବେ ସମୀକ୍ଷା

The Sakala Picture
Published On

କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ପ୍ରସ୍ତାବିତ ମେଡିକାଲ କଲେଜ କାମର ଅଗ୍ରଗତି ସମୀକ୍ଷା କରିବା ପାଇଁ ୫ଟି ସଚିବ ଭି.କେ ପାଣ୍ଡିଆନ୍ ଆଜି କନ୍ଧମାଳ ଗସ୍ତ କରୁଛନ୍ତି। ତାଙ୍କ ସହିତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର. ଭିନିଲ କ୍ରିଷ୍ଣା, ପୂର୍ତ୍ତ ସଚିବ ଡକ୍ଟର କ୍ରିଷନ କୁମାର ମଧ୍ୟ ଏହି ଗସ୍ତରେ ସାମିଲ ଅଛନ୍ତି । ପ୍ରସ୍ତାବିତ ସ୍ଥାନରେ କାର୍ଯ୍ଯର ଅଗ୍ରଗତି ସମୀକ୍ଷା କରିବା ପରେ ଜିଲ୍ଲାପାଳଙ୍କ ସହିତ ମଧ୍ୟ ସମୀକ୍ଷା […]

କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ପ୍ରସ୍ତାବିତ ମେଡିକାଲ କଲେଜ କାମର ଅଗ୍ରଗତି ସମୀକ୍ଷା କରିବା ପାଇଁ ୫ଟି ସଚିବ ଭି.କେ ପାଣ୍ଡିଆନ୍ ଆଜି କନ୍ଧମାଳ ଗସ୍ତ କରୁଛନ୍ତି। ତାଙ୍କ ସହିତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର. ଭିନିଲ କ୍ରିଷ୍ଣା, ପୂର୍ତ୍ତ ସଚିବ ଡକ୍ଟର କ୍ରିଷନ କୁମାର ମଧ୍ୟ ଏହି ଗସ୍ତରେ ସାମିଲ ଅଛନ୍ତି ।

ଆହୁରି ପଢ଼ନ୍ତୁ: MMDR ବିଲ୍ ପ୍ରତ୍ୟାହାର ଦାବିରେ ଗୃହ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ବିଧାନସଭା ଅପରାହ୍ନ ୪ଟା ଯାଏଁ ମୁଲତବୀ

ପ୍ରସ୍ତାବିତ ସ୍ଥାନରେ କାର୍ଯ୍ଯର ଅଗ୍ରଗତି ସମୀକ୍ଷା କରିବା ପରେ ଜିଲ୍ଲାପାଳଙ୍କ ସହିତ ମଧ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । କନ୍ଧମାଳ ଜିଲ୍ଲାରେ ଏକ ମେଡିକାଲ କଲେଜ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ବିଦ୍ଧିବଦ୍ଧ ନିଷ୍ପତ୍ତି ନେଇଛନ୍ତି। କନ୍ଧମାଳ ଜିଲ୍ଲାର ଫୁଲବାଣୀ ଠାରେ ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାରଙ୍କ ଉଦ୍ୟମରେ ୧୦୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ୧୦ ଡିସେମ୍ବର ୨୦୨୦ରେ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର । ଏହି ମେଡିକାଲ କଲେଜକୁ ୩ ବର୍ଷ ମଧ୍ୟରେ ସାରିବାକୁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର ।

ଆହୁରି ପଢ଼ନ୍ତୁ: OSSTET-୨୦୨୬ ପରୀକ୍ଷା ସ୍ଥଗିତ ହୋଇନାହିଁ, ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଆସନ୍ତାକାଲି ଅନୁଷ୍ଠିତ ହେବ: ବୋର୍ଡ ସଭାପତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର