ଆର୍ଥିକ ଅନିୟମିତତା ଓ କାର୍ଯ୍ୟରେ ଅବହେଳା : ବରପାଲି ଏନ୍‍ଏସିର ଦୁଇ ଅଧିକାରୀଙ୍କୁ ‘୫-ଟି’ ଛାଟ

The Sakala Picture
Published On

ଭୁବନେଶ୍ୱର : ଆର୍ଥିକ ଅନିୟମିତତା ଓ କାର୍ଯ୍ୟରେ ଅବହେଳା ଦୁଇ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଣଙ୍କୁ ଚାକିରିରୁ ନିଲମ୍ବିତ କରାଯାଇ ଥିବା ବେଳେ ଅନ୍ୟ ଜଣଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ରାଜ୍ୟ ସରକାରଙ୍କ ‘୫-ଟି’ ଉପକ୍ରମ ଅନୁସାରେ ଦୁଇ ଅଧିକାରୀଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବିଭାଗୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ବରଗଡ଼ ଜିଲ୍ଲା ବରପାଲି ଏନ୍‍ଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଶିବଶଙ୍କର ଗିରିଙ୍କୁ କାର୍ଯ୍ୟରୁ ନିଲମ୍ବିତ […]

ଭୁବନେଶ୍ୱର : ଆର୍ଥିକ ଅନିୟମିତତା ଓ କାର୍ଯ୍ୟରେ ଅବହେଳା ଦୁଇ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଣଙ୍କୁ ଚାକିରିରୁ ନିଲମ୍ବିତ କରାଯାଇ ଥିବା ବେଳେ ଅନ୍ୟ ଜଣଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ରାଜ୍ୟ ସରକାରଙ୍କ ‘୫-ଟି’ ଉପକ୍ରମ ଅନୁସାରେ ଦୁଇ ଅଧିକାରୀଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବିଭାଗୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ବରଗଡ଼ ଜିଲ୍ଲା ବରପାଲି ଏନ୍‍ଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଶିବଶଙ୍କର ଗିରିଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସେହିପରି ବରପାଲି ଏନ୍‍ଏସିର କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୋଦ ଚନ୍ଦ୍ର ମେହେରଙ୍କୁ ବ୍ରହ୍ମପୁର ମହାନଗର ନିଗମକୁ ବଦଳି କରାଯାଇଛି। ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

ଯେ କନିଷ୍ଠ ଯନ୍ତ୍ରୀ ଶ୍ରୀ ଗିରିଙ୍କ ବିରୋଧରେ ସରକାରୀ ନିର୍ଦ୍ଦେଶନାମାର ଉଲ୍ଲଘଂନ, ଖରାପ ପ୍ରଦର୍ଶନ, କାର୍ଯ୍ୟରେ ଗୁରୁତର ଅବହେଳା ଆଦି ନେଇ ଅଭିଯୋଗ ରହିଥିଲା। ତେଣୁ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଉଛି। ଏହି ସମୟରେ ସେ ସମ୍ବଲପୁର ମହାନଗର ନିଗମର କମିଶନରଙ୍କ ଅଧୀନରେ ରହିବେ ଏବଂ ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ବାହାରକୁ ଯାଇ ପାରିବେ ନାହିଁ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

21 May 2022 By The Sakala

ଆର୍ଥିକ ଅନିୟମିତତା ଓ କାର୍ଯ୍ୟରେ ଅବହେଳା : ବରପାଲି ଏନ୍‍ଏସିର ଦୁଇ ଅଧିକାରୀଙ୍କୁ ‘୫-ଟି’ ଛାଟ

ଭୁବନେଶ୍ୱର : ଆର୍ଥିକ ଅନିୟମିତତା ଓ କାର୍ଯ୍ୟରେ ଅବହେଳା ଦୁଇ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଣଙ୍କୁ ଚାକିରିରୁ ନିଲମ୍ବିତ କରାଯାଇ ଥିବା ବେଳେ ଅନ୍ୟ ଜଣଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ରାଜ୍ୟ ସରକାରଙ୍କ ‘୫-ଟି’ ଉପକ୍ରମ ଅନୁସାରେ ଦୁଇ ଅଧିକାରୀଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବିଭାଗୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ବରଗଡ଼ ଜିଲ୍ଲା ବରପାଲି ଏନ୍‍ଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଶିବଶଙ୍କର ଗିରିଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସେହିପରି ବରପାଲି ଏନ୍‍ଏସିର କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୋଦ ଚନ୍ଦ୍ର ମେହେରଙ୍କୁ ବ୍ରହ୍ମପୁର ମହାନଗର ନିଗମକୁ ବଦଳି କରାଯାଇଛି। ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି

ଯେ କନିଷ୍ଠ ଯନ୍ତ୍ରୀ ଶ୍ରୀ ଗିରିଙ୍କ ବିରୋଧରେ ସରକାରୀ ନିର୍ଦ୍ଦେଶନାମାର ଉଲ୍ଲଘଂନ, ଖରାପ ପ୍ରଦର୍ଶନ, କାର୍ଯ୍ୟରେ ଗୁରୁତର ଅବହେଳା ଆଦି ନେଇ ଅଭିଯୋଗ ରହିଥିଲା। ତେଣୁ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଉଛି। ଏହି ସମୟରେ ସେ ସମ୍ବଲପୁର ମହାନଗର ନିଗମର କମିଶନରଙ୍କ ଅଧୀନରେ ରହିବେ ଏବଂ ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ବାହାରକୁ ଯାଇ ପାରିବେ ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର