କାଳବୈଶାଖୀ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ଯରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ  ୫ ଜିଲ୍ଲାକୁ  ୟେଲା ୱାର୍ଣ୍ଣିଂ ଜାରି କରାଯଇଛି। ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଖୋଲାସ୍ଥାନକୁ […]

ଭୁବନେଶ୍ୱର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ଯରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ  ୫ ଜିଲ୍ଲାକୁ  ୟେଲା ୱାର୍ଣ୍ଣିଂ ଜାରି କରାଯଇଛି। ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

22 May 2022 By The Sakala

କାଳବୈଶାଖୀ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ଯରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ  ୫ ଜିଲ୍ଲାକୁ  ୟେଲା ୱାର୍ଣ୍ଣିଂ ଜାରି କରାଯଇଛି। ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

https://www.thesakala.in/latest-odisha-news/alerts-have-been-issued-to-5-districts-for-thunderstorms/article-11794
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର