ଦୁର୍ଦ୍ଦାନ୍ତ ମାଓବାଦୀ କମାଣ୍ଡର ସନ୍ଦୀପ ଯାଦବଙ୍କର ସନ୍ଦେହଜନକ ମୃତ୍ୟୁ

The Sakala Picture
Published On

ଭୁବନେଶ୍ୱର: ଦୁର୍ଦ୍ଦାନ୍ତ ମାଓବାଦୀ କମାଣ୍ଡର ସନ୍ଦୀପ ଯାଦବଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ବିହାର ଗୟାର ବଙ୍ଗାବଜାର ଗାଁରେ ମୃତ୍ୟୁ ଘଟିଛି। ସନ୍ଦୀପଙ୍କୁ ବିଷ ଦେଇ ମାରି ଦିଆଯାଇଥିବା ନେଇ ଚର୍ଚ୍ଚା ହେଉଛି। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବା କେମିତି ଓ କେଉଁ ପରିସ୍ଥିତିରେ ତାର ମୃତ୍ୟୁ ହେଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ସନ୍ଦୀପର ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ଗୟା ପୁଲିସ । ୨୫ ବର୍ଷ ଧରି ମାଓବାଦୀ ସଂଗଠନରେ ସକ୍ରିୟ ଥିଲା ସନ୍ଦୀପ […]

ଭୁବନେଶ୍ୱର: ଦୁର୍ଦ୍ଦାନ୍ତ ମାଓବାଦୀ କମାଣ୍ଡର ସନ୍ଦୀପ ଯାଦବଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ବିହାର ଗୟାର ବଙ୍ଗାବଜାର ଗାଁରେ ମୃତ୍ୟୁ ଘଟିଛି। ସନ୍ଦୀପଙ୍କୁ ବିଷ ଦେଇ ମାରି ଦିଆଯାଇଥିବା ନେଇ ଚର୍ଚ୍ଚା ହେଉଛି। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବା କେମିତି ଓ କେଉଁ ପରିସ୍ଥିତିରେ ତାର ମୃତ୍ୟୁ ହେଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ସନ୍ଦୀପର ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ଗୟା ପୁଲିସ । ୨୫ ବର୍ଷ ଧରି ମାଓବାଦୀ ସଂଗଠନରେ ସକ୍ରିୟ ଥିଲା ସନ୍ଦୀପ ଯାଦବ। ୬ଟି ରାଜ୍ୟ ପାଇଁ ଥିଲା ମୋଷ୍ଟ ୱାଣ୍ଟେଡ୍। ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ତା ନାଁରେ ୫ ଶହରୁ ଅଧିକ ହତ୍ୟା ଓ ଅପରାଧିକ ମାମଲା ରହିଥିଲା । ସନ୍ଦୀପର ମୁଣ୍ଡ ଉପରେ ମୋଟ୍ ୮୪ ଲକ୍ଷର ପୁରସ୍କାର ଘୋଷଣା ହୋଇଥିଲା । ସେ ମାଓ ସଂଗଠନର କେନ୍ଦ୍ରୀୟ କମିଟି ସଦସ୍ୟ ଓ ବିହାର ରାଜ୍ୟ ପ୍ରଭାରୀ ଥିଲା ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ; କହିଲେ, ବିଜେପି ସରକାରରେ ନେତୃତ୍ୱ ସଙ୍କଟ, ବଢୁଛି ନାରୀ ନିର୍ଯାତନା

27 May 2022 By The Sakala

ଦୁର୍ଦ୍ଦାନ୍ତ ମାଓବାଦୀ କମାଣ୍ଡର ସନ୍ଦୀପ ଯାଦବଙ୍କର ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର: ଦୁର୍ଦ୍ଦାନ୍ତ ମାଓବାଦୀ କମାଣ୍ଡର ସନ୍ଦୀପ ଯାଦବଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ବିହାର ଗୟାର ବଙ୍ଗାବଜାର ଗାଁରେ ମୃତ୍ୟୁ ଘଟିଛି। ସନ୍ଦୀପଙ୍କୁ ବିଷ ଦେଇ ମାରି ଦିଆଯାଇଥିବା ନେଇ ଚର୍ଚ୍ଚା ହେଉଛି। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବା କେମିତି ଓ କେଉଁ ପରିସ୍ଥିତିରେ ତାର ମୃତ୍ୟୁ ହେଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ସନ୍ଦୀପର ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ଗୟା ପୁଲିସ । ୨୫ ବର୍ଷ ଧରି ମାଓବାଦୀ ସଂଗଠନରେ ସକ୍ରିୟ ଥିଲା ସନ୍ଦୀପ ଯାଦବ। ୬ଟି ରାଜ୍ୟ ପାଇଁ ଥିଲା ମୋଷ୍ଟ ୱାଣ୍ଟେଡ୍। ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ତା ନାଁରେ ୫ ଶହରୁ ଅଧିକ ହତ୍ୟା ଓ ଅପରାଧିକ ମାମଲା ରହିଥିଲା । ସନ୍ଦୀପର ମୁଣ୍ଡ ଉପରେ ମୋଟ୍ ୮୪ ଲକ୍ଷର ପୁରସ୍କାର ଘୋଷଣା ହୋଇଥିଲା । ସେ ମାଓ ସଂଗଠନର କେନ୍ଦ୍ରୀୟ କମିଟି ସଦସ୍ୟ ଓ ବିହାର ରାଜ୍ୟ ପ୍ରଭାରୀ ଥିଲା ।

https://www.thesakala.in/latest-odisha-news/most-wanted-naxal-commander-sandeep-yadav-death/article-11931
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର