ଓଡ଼ିଶା ବାୟୋଟେକ୍ ଫାର୍ମ ଇମଜେନେକ୍ସ ଇଣ୍ଡିଆର ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : କରୋନା ପରୀକ୍ଷା ପାଇଁ ମେଡ୍‌ ଇନ୍‌ ଓଡ଼ିଶା ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍। ଓଡ଼ିଶା ବାୟୋଟେକ୍ ଫାର୍ମ ଇମଜେନେକ୍ସ ଇଣ୍ଡିଆର ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍‌ର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଯେ କୌଣସି ଅଞ୍ଚଳରେ ଏହି କିଟ୍ ପହଂଚିପାରିବ । ଓଡିଶା ସ୍ଥିତ ବାୟୋଟେକ୍ କମ୍ପାନୀ ଇମଜେନେକ୍ସ ଇଣ୍ଡିଆ ଏହି ରାପିଡ୍ ଆଂଟିଜେନ୍ କିଟ୍ ପ୍ରସ୍ତୁତ କରିବ । ପୂର୍ବ ଭାରତରେ ଏହା ପ୍ରଥମ […]

ଭୁବନେଶ୍ବର : କରୋନା ପରୀକ୍ଷା ପାଇଁ ମେଡ୍‌ ଇନ୍‌ ଓଡ଼ିଶା ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍। ଓଡ଼ିଶା ବାୟୋଟେକ୍ ଫାର୍ମ ଇମଜେନେକ୍ସ ଇଣ୍ଡିଆର ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍‌ର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଯେ କୌଣସି ଅଞ୍ଚଳରେ ଏହି କିଟ୍ ପହଂଚିପାରିବ । ଓଡିଶା ସ୍ଥିତ ବାୟୋଟେକ୍ କମ୍ପାନୀ ଇମଜେନେକ୍ସ ଇଣ୍ଡିଆ ଏହି ରାପିଡ୍ ଆଂଟିଜେନ୍ କିଟ୍ ପ୍ରସ୍ତୁତ କରିବ । ପୂର୍ବ ଭାରତରେ ଏହା ପ୍ରଥମ ସ୍ବଦେଶୀ କିଟ୍ । ଏଥିପାଇଁ ଜୁନ୍ ୨୦୨୧ରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା । ଆରଏମ୍‌ଆରସି ପକ୍ଷରୁ ଏଥିପାଇଁ ବୈଷୟିକ ସହାୟତା ଯୋଗାଇ ଦେବା ସହ କିଟ୍‌କୁ ଟେଷ୍ଟିଂ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

ଏହି ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍କୁ  ଆଇସିଏମ୍‌ଆର ଅନୁମୋଦନ କରିଛି । ଗୋଟିଏ କିଟ୍‌ର ମୂଲ୍ୟ ୫୦ଟଙ୍କା ରହିବ। ବଜାରରେ ମିଳୁଥିବା ଅନ୍ୟ ଟେଷ୍ଟ କିଟ୍‌ ଠାରୁ ଏହା ଶସ୍ତା। ଏଥିସହ ୧୫ ମିନିଟରେ ଟେଷ୍ଟର ରେଜଲ୍ଟ ଆସିଯିବ। ଗୋଟିଏ ବାକ୍ସରେ ୨୫ଟି କିଟ୍ ରହୁଛି । ଓଡ଼ିଶା ବାହାରକୁ ମଧ୍ୟ ଏହାକୁ ପଠାଇବାକୁ ଲକ୍ଷ୍ୟ ରଖିଛି ଇମେଜେନେକ୍ସ ଇଣ୍ଡିଆ । ୨୦୦୪ ମସିହାରେ ଭୁବନେଶ୍ବରରେ ଇମେଜେନେକ୍ସ ପ୍ରତିଷ୍ଠା ହୋଇଥିଲା ।

27 May 2022 By The Sakala

ଓଡ଼ିଶା ବାୟୋଟେକ୍ ଫାର୍ମ ଇମଜେନେକ୍ସ ଇଣ୍ଡିଆର ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କରୋନା ପରୀକ୍ଷା ପାଇଁ ମେଡ୍‌ ଇନ୍‌ ଓଡ଼ିଶା ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍। ଓଡ଼ିଶା ବାୟୋଟେକ୍ ଫାର୍ମ ଇମଜେନେକ୍ସ ଇଣ୍ଡିଆର ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍‌ର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଯେ କୌଣସି ଅଞ୍ଚଳରେ ଏହି କିଟ୍ ପହଂଚିପାରିବ । ଓଡିଶା ସ୍ଥିତ ବାୟୋଟେକ୍ କମ୍ପାନୀ ଇମଜେନେକ୍ସ ଇଣ୍ଡିଆ ଏହି ରାପିଡ୍ ଆଂଟିଜେନ୍ କିଟ୍ ପ୍ରସ୍ତୁତ କରିବ । ପୂର୍ବ ଭାରତରେ ଏହା ପ୍ରଥମ ସ୍ବଦେଶୀ କିଟ୍ । ଏଥିପାଇଁ ଜୁନ୍ ୨୦୨୧ରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା । ଆରଏମ୍‌ଆରସି ପକ୍ଷରୁ ଏଥିପାଇଁ ବୈଷୟିକ ସହାୟତା ଯୋଗାଇ ଦେବା ସହ କିଟ୍‌କୁ ଟେଷ୍ଟିଂ କରାଯାଇଥିଲା ।

ଏହି ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍କୁ  ଆଇସିଏମ୍‌ଆର ଅନୁମୋଦନ କରିଛି । ଗୋଟିଏ କିଟ୍‌ର ମୂଲ୍ୟ ୫୦ଟଙ୍କା ରହିବ। ବଜାରରେ ମିଳୁଥିବା ଅନ୍ୟ ଟେଷ୍ଟ କିଟ୍‌ ଠାରୁ ଏହା ଶସ୍ତା। ଏଥିସହ ୧୫ ମିନିଟରେ ଟେଷ୍ଟର ରେଜଲ୍ଟ ଆସିଯିବ। ଗୋଟିଏ ବାକ୍ସରେ ୨୫ଟି କିଟ୍ ରହୁଛି । ଓଡ଼ିଶା ବାହାରକୁ ମଧ୍ୟ ଏହାକୁ ପଠାଇବାକୁ ଲକ୍ଷ୍ୟ ରଖିଛି ଇମେଜେନେକ୍ସ ଇଣ୍ଡିଆ । ୨୦୦୪ ମସିହାରେ ଭୁବନେଶ୍ବରରେ ଇମେଜେନେକ୍ସ ପ୍ରତିଷ୍ଠା ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର