ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, ପ୍ରଧାନମନ୍ତ୍ରୀଙ୍କୁ କରିବେ ସାକ୍ଷାତ

The Sakala Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତ କରୁଛନ୍ତି। ସୋମବାର ସକାଳ ୧୦ଟା ୩୫ ମିନିଟ୍‍ରେ ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ସେଠାରେ ମଧ୍ୟାହ୍ନ ୧୨ଟା ୩୦ ମିନିଟ୍‍ରେ ପହଞ୍ଚିବେ। ଏହା ପରେ ଅପରାହ୍ନ ୪ଟାରୁ ୪ଟା ୩୦ ମିନିଟ୍‍ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାଉଥ୍‍ ବ୍ଲକରେ ସାକ୍ଷାତ କରିବେ ବୋଲି ଜଣାପଡ଼ିଛି। ସେହିପରି ଶ୍ରୀ ପଟ୍ଟନାୟକ ଏକ ତାରିଖ ଦିନ ୧ଟା […]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତ କରୁଛନ୍ତି। ସୋମବାର ସକାଳ ୧୦ଟା ୩୫ ମିନିଟ୍‍ରେ ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ସେଠାରେ ମଧ୍ୟାହ୍ନ ୧୨ଟା ୩୦ ମିନିଟ୍‍ରେ ପହଞ୍ଚିବେ। ଏହା ପରେ ଅପରାହ୍ନ ୪ଟାରୁ ୪ଟା ୩୦ ମିନିଟ୍‍ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାଉଥ୍‍ ବ୍ଲକରେ ସାକ୍ଷାତ କରିବେ ବୋଲି ଜଣାପଡ଼ିଛି। ସେହିପରି ଶ୍ରୀ ପଟ୍ଟନାୟକ ଏକ ତାରିଖ ଦିନ ୧ଟା ୩୦ ମିନିଟ୍‍ରେ ଭୁବନେଶ୍ୱର ଫେରିବେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର