ବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି

The Sakala Picture
Published On

ଭୁବନେଶ୍ୱର: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାଟେଲାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ ଆଗାମୀ ୨ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, କେନ୍ଦୁଝର ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ୬ ଜିଲ୍ଲାକୁ ଚେତାବନୀ ଜାରି କରିଛି । ସ୍ଥାନୀୟ ଅଞ୍ଚଳର ପାଣିପାଗ ସହିତ ଅବଗତ ରହିବା ସହ ବିଜୁଳି-ଘଡ଼ଘଡ଼ି ସମୟରେ ନିରାପଦ ସ୍ଥାନକୁ ଯାଇ […]

ଭୁବନେଶ୍ୱର: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାଟେଲାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ ଆଗାମୀ ୨ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, କେନ୍ଦୁଝର ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ୬ ଜିଲ୍ଲାକୁ ଚେତାବନୀ ଜାରି କରିଛି । ସ୍ଥାନୀୟ ଅଞ୍ଚଳର ପାଣିପାଗ ସହିତ ଅବଗତ ରହିବା ସହ ବିଜୁଳି-ଘଡ଼ଘଡ଼ି ସମୟରେ ନିରାପଦ ସ୍ଥାନକୁ ଯାଇ ନିଜକୁ ସୁରକ୍ଷିତ ରଖନ୍ତୁ ବୋଲି ପାଣିପାଗ ବିଭାଗ କହିଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

03 Apr 2021 By The Sakala

ବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାଟେଲାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ ଆଗାମୀ ୨ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, କେନ୍ଦୁଝର ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ୬ ଜିଲ୍ଲାକୁ ଚେତାବନୀ ଜାରି କରିଛି । ସ୍ଥାନୀୟ ଅଞ୍ଚଳର ପାଣିପାଗ ସହିତ ଅବଗତ ରହିବା ସହ ବିଜୁଳି-ଘଡ଼ଘଡ଼ି ସମୟରେ ନିରାପଦ ସ୍ଥାନକୁ ଯାଇ ନିଜକୁ ସୁରକ୍ଷିତ ରଖନ୍ତୁ ବୋଲି ପାଣିପାଗ ବିଭାଗ କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର