ବିଧାନସଭାରେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ: ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ରାଜ୍ୟବାସୀଙ୍କଠୁ ଆଶୀର୍ବାଦ ଲୋଡିଲେ ମାନସ ମଙ୍ଗରାଜ

The Sakala Picture
Published On

ଭୁବନେଶ୍ୱର: ବିଧାନସଭାରେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ପହଞ୍ଚିଛନ୍ତି। ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ୪ ରାଜ୍ୟସଭା ପ୍ରାର୍ଥୀ। ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିବେ । ୩ଟି ଆସନରେ ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷଦିନ ରହିଛି । ସେହିପରି ଗୋଟିଏ ଆସନରେ ଉପନିର୍ବାଚନ ପାଇଁ ଜୁନ ୨ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରହିଛି । […]

ଭୁବନେଶ୍ୱର: ବିଧାନସଭାରେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ପହଞ୍ଚିଛନ୍ତି। ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ୪ ରାଜ୍ୟସଭା ପ୍ରାର୍ଥୀ। ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିବେ । ୩ଟି ଆସନରେ ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷଦିନ ରହିଛି । ସେହିପରି ଗୋଟିଏ ଆସନରେ ଉପନିର୍ବାଚନ ପାଇଁ ଜୁନ ୨ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରହିଛି । ପ୍ରସନ୍ନ ଆଚାର୍ଯ୍ , ଏନ୍. ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ କାର୍ୟ୍ୟକାଳ ଶେଷ ହେଉଥିବାରୁ ୩ଟି ଆସନରେ ନିର୍ବାଚନ ହେଉଛି । ସେହିପରି କଟକ ମେୟର ଭାବେ ସୁବାସ ସିଂହ ନିର୍ବାଚିତ ହେବା ପରେ ରାଜ୍ୟସଭାରୁ ଇସ୍ତଫା ଦେଇଥିବାରୁ ତାଙ୍କ ଆସନ ପାଇଁ ଉପନିର୍ବାଚନ ହେଉଛି ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ସେହିପରି ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ସେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ରାଜ୍ୟର ସାଢ଼େ ଚାରିକୋଟି ଓଡ଼ିଆ ଭାଇ ଭଉଣୀଙ୍କଠୁ ଆଶୀର୍ବାଦ ଲୋଡିଛନ୍ତି।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

31 May 2022 By The Sakala

ବିଧାନସଭାରେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ: ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ରାଜ୍ୟବାସୀଙ୍କଠୁ ଆଶୀର୍ବାଦ ଲୋଡିଲେ ମାନସ ମଙ୍ଗରାଜ

ଭୁବନେଶ୍ୱର: ବିଧାନସଭାରେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ପହଞ୍ଚିଛନ୍ତି। ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ୪ ରାଜ୍ୟସଭା ପ୍ରାର୍ଥୀ। ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିବେ । ୩ଟି ଆସନରେ ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷଦିନ ରହିଛି । ସେହିପରି ଗୋଟିଏ ଆସନରେ ଉପନିର୍ବାଚନ ପାଇଁ ଜୁନ ୨ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରହିଛି । ପ୍ରସନ୍ନ ଆଚାର୍ଯ୍ , ଏନ୍. ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ କାର୍ୟ୍ୟକାଳ ଶେଷ ହେଉଥିବାରୁ ୩ଟି ଆସନରେ ନିର୍ବାଚନ ହେଉଛି । ସେହିପରି କଟକ ମେୟର ଭାବେ ସୁବାସ ସିଂହ ନିର୍ବାଚିତ ହେବା ପରେ ରାଜ୍ୟସଭାରୁ ଇସ୍ତଫା ଦେଇଥିବାରୁ ତାଙ୍କ ଆସନ ପାଇଁ ଉପନିର୍ବାଚନ ହେଉଛି ।

ସେହିପରି ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ସେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ରାଜ୍ୟର ସାଢ଼େ ଚାରିକୋଟି ଓଡ଼ିଆ ଭାଇ ଭଉଣୀଙ୍କଠୁ ଆଶୀର୍ବାଦ ଲୋଡିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର