ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ବ୍ରଜରାଜନଗର ଉପନିର୍ବାଚନ: ଦ୍ୱିତୀୟ ରାଉଣ୍ଡ ଶେଷରେ ୭୬୨୫ ଭୋଟରେ ବିଜେଡି ପ୍ରାର୍ଥୀ ଆଗୁଆ

The Sakala Picture
Published On

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜାରି ରହିଛି ଭୋଟ ଗଣତି । ଦ୍ୱିତୀୟ ରାଉଣ୍ଡ ଶେଷରେ ୭୬୨୫ ଭୋଟରେ ଆଗୁଆ ଅଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବିଜେଡି ପ୍ରାର୍ଥୀଙ୍କୁ ଦ୍ୱିତୀୟ ରାଉଣ୍ଡରେ ୫,୫୧୫ ଭୋଟ୍ ମିଳିଛି । ସେହିଭଳି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କୁ ୧,୪୭୯ ଭୋଟ୍ ମିଳିଛି । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ୬୮୫ ଭୋଟ୍ ମିଳିଛି । ବ୍ରଜରାଜନଗର ଉପନିର୍ବାଚନ ପାଇଁ ମୋଟ ୧୪ଟି ଟେବୁଲରେ ଭୋଟ ଗଣତି ହେଉଛି […]

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜାରି ରହିଛି ଭୋଟ ଗଣତି । ଦ୍ୱିତୀୟ ରାଉଣ୍ଡ ଶେଷରେ ୭୬୨୫ ଭୋଟରେ ଆଗୁଆ ଅଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବିଜେଡି ପ୍ରାର୍ଥୀଙ୍କୁ ଦ୍ୱିତୀୟ ରାଉଣ୍ଡରେ ୫,୫୧୫ ଭୋଟ୍ ମିଳିଛି । ସେହିଭଳି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କୁ ୧,୪୭୯ ଭୋଟ୍ ମିଳିଛି । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ୬୮୫ ଭୋଟ୍ ମିଳିଛି ।

ଆହୁରି ପଢ଼ନ୍ତୁ: ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣା: ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ମୁକେଶ ସାହୁ ଆହତ

ବ୍ରଜରାଜନଗର ଉପନିର୍ବାଚନ ପାଇଁ ମୋଟ ୧୪ଟି ଟେବୁଲରେ ଭୋଟ ଗଣତି ହେଉଛି । ୨୭୯ ବୁଥର ଭୋଟ୍ ୨୦ ରାଉଣ୍ଡରେ କାଉଣ୍ଟିଂ ହେଉଛି । ପ୍ରତି ଟେବୁଲରେ ଅଛନ୍ତି ୪ ଜଣ କାଉଣ୍ଟିଂ ଅଫିସର । ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଗଣତି କେନ୍ଦ୍ରରେ କେନ୍ଦ୍ରୀୟ ଅର୍ଦ୍ଧ ସୁରକ୍ଷା ବଳ, ସଶସ୍ତ୍ର ପୋଲିସ ବାହିନୀ ସହ ଓଡ଼ିଶା ପୋଲିସର ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ପାରାଦ୍ଵୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଫାଟିଲା ପେଟ୍ରୋଲ ପାଇପ୍, ବୋହିଗଲା ଲକ୍ଷାଧିକ ଲିଟର ପେଟ୍ରୋଲ

03 Jun 2022 By The Sakala

ବ୍ରଜରାଜନଗର ଉପନିର୍ବାଚନ: ଦ୍ୱିତୀୟ ରାଉଣ୍ଡ ଶେଷରେ ୭୬୨୫ ଭୋଟରେ ବିଜେଡି ପ୍ରାର୍ଥୀ ଆଗୁଆ

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜାରି ରହିଛି ଭୋଟ ଗଣତି । ଦ୍ୱିତୀୟ ରାଉଣ୍ଡ ଶେଷରେ ୭୬୨୫ ଭୋଟରେ ଆଗୁଆ ଅଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବିଜେଡି ପ୍ରାର୍ଥୀଙ୍କୁ ଦ୍ୱିତୀୟ ରାଉଣ୍ଡରେ ୫,୫୧୫ ଭୋଟ୍ ମିଳିଛି । ସେହିଭଳି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କୁ ୧,୪୭୯ ଭୋଟ୍ ମିଳିଛି । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ୬୮୫ ଭୋଟ୍ ମିଳିଛି ।

ବ୍ରଜରାଜନଗର ଉପନିର୍ବାଚନ ପାଇଁ ମୋଟ ୧୪ଟି ଟେବୁଲରେ ଭୋଟ ଗଣତି ହେଉଛି । ୨୭୯ ବୁଥର ଭୋଟ୍ ୨୦ ରାଉଣ୍ଡରେ କାଉଣ୍ଟିଂ ହେଉଛି । ପ୍ରତି ଟେବୁଲରେ ଅଛନ୍ତି ୪ ଜଣ କାଉଣ୍ଟିଂ ଅଫିସର । ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଗଣତି କେନ୍ଦ୍ରରେ କେନ୍ଦ୍ରୀୟ ଅର୍ଦ୍ଧ ସୁରକ୍ଷା ବଳ, ସଶସ୍ତ୍ର ପୋଲିସ ବାହିନୀ ସହ ଓଡ଼ିଶା ପୋଲିସର ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର