ଆଜି ୫ଟି ଜିଲ୍ଲାରେ ୫୩୧ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ପିଲାଙ୍କ ଭବିଷ୍ୟତକୁ ସୁନ୍ଦର, ଶ୍ରେଷ୍ଠ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ ‘ରୂପାନ୍ତରଣ’ ପରି ଅନନ୍ୟ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ‘୫-ଟି’ର ଏହି ରୂପାନ୍ତରଣ କାର୍ଯ୍ୟକ୍ରମରେ ସରକାରୀ ହାଇସ୍କୁଲର ଭିତ୍ତିଭୂମିରେ ଆମୂଳଚୂଳ ପରିବର୍ତ୍ତନ କରାଯାଉଛି। ଯାହାକୁ ନେଇ ରାଜ୍ୟବ୍ୟାପୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ ଦେଖାଯାଉଛି। ଏହି କ୍ରମରେ ଆଜି ୫ଟି ଜିଲ୍ଲାରେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ଅନୁଗୁଳ […]

ଭୁବନେଶ୍ୱର: ପିଲାଙ୍କ ଭବିଷ୍ୟତକୁ ସୁନ୍ଦର, ଶ୍ରେଷ୍ଠ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ ‘ରୂପାନ୍ତରଣ’ ପରି ଅନନ୍ୟ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ‘୫-ଟି’ର ଏହି ରୂପାନ୍ତରଣ କାର୍ଯ୍ୟକ୍ରମରେ ସରକାରୀ ହାଇସ୍କୁଲର ଭିତ୍ତିଭୂମିରେ ଆମୂଳଚୂଳ ପରିବର୍ତ୍ତନ କରାଯାଉଛି। ଯାହାକୁ ନେଇ ରାଜ୍ୟବ୍ୟାପୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ ଦେଖାଯାଉଛି। ଏହି କ୍ରମରେ ଆଜି ୫ଟି ଜିଲ୍ଲାରେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ଅନୁଗୁଳ ଜିଲ୍ଲାରେ ୫୩୧ଟି ରୂପାନ୍ତରିତ ବିଦ୍ୟାଳୟର ଲୋକାର୍ପଣ କରାଯିବ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଆଜି ଅପରାହ୍ମ ସାଢ଼େ ୫ଟାରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍ସବରେ ଏସବୁକୁ ଉତ୍ସର୍ଗ କରିବେ ମୁଖ୍ୟମନ୍ତ୍ରୀ । ଗଞ୍ଜାମ ଜିଲ୍ଲାର ୨୩୦ଟି ସ୍କୁଲ ସହିତ ଢେଙ୍କାନାଳର ୧୦୫, କନ୍ଧମାଳର ଓ ନବରଙ୍ଗପୁରର ୭୩ଟି ଲେଖାଏଁ ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରାଯିବ । ସେହିପରି ଅନୁଗୁଳ ଜିଲ୍ଲାର ୫୦ଟି ରୂପାନ୍ତରିତ ବିଦ୍ୟାଳୟକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

03 Jun 2022 By The Sakala

ଆଜି ୫ଟି ଜିଲ୍ଲାରେ ୫୩୧ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପିଲାଙ୍କ ଭବିଷ୍ୟତକୁ ସୁନ୍ଦର, ଶ୍ରେଷ୍ଠ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ ‘ରୂପାନ୍ତରଣ’ ପରି ଅନନ୍ୟ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ‘୫-ଟି’ର ଏହି ରୂପାନ୍ତରଣ କାର୍ଯ୍ୟକ୍ରମରେ ସରକାରୀ ହାଇସ୍କୁଲର ଭିତ୍ତିଭୂମିରେ ଆମୂଳଚୂଳ ପରିବର୍ତ୍ତନ କରାଯାଉଛି। ଯାହାକୁ ନେଇ ରାଜ୍ୟବ୍ୟାପୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ ଦେଖାଯାଉଛି। ଏହି କ୍ରମରେ ଆଜି ୫ଟି ଜିଲ୍ଲାରେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ଅନୁଗୁଳ ଜିଲ୍ଲାରେ ୫୩୧ଟି ରୂପାନ୍ତରିତ ବିଦ୍ୟାଳୟର ଲୋକାର୍ପଣ କରାଯିବ ।

ଆଜି ଅପରାହ୍ମ ସାଢ଼େ ୫ଟାରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍ସବରେ ଏସବୁକୁ ଉତ୍ସର୍ଗ କରିବେ ମୁଖ୍ୟମନ୍ତ୍ରୀ । ଗଞ୍ଜାମ ଜିଲ୍ଲାର ୨୩୦ଟି ସ୍କୁଲ ସହିତ ଢେଙ୍କାନାଳର ୧୦୫, କନ୍ଧମାଳର ଓ ନବରଙ୍ଗପୁରର ୭୩ଟି ଲେଖାଏଁ ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରାଯିବ । ସେହିପରି ଅନୁଗୁଳ ଜିଲ୍ଲାର ୫୦ଟି ରୂପାନ୍ତରିତ ବିଦ୍ୟାଳୟକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।

https://www.thesakala.in/latest-odisha-news/cm-naveen-patnaik-will-inaugurate-531-transformation-high-schools-today/article-12133
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର