ଥୋମାସ କପ ବିଜୟୀ ଭାରତୀୟ ଦଳକୁ ଆସନ୍ତାକାଲି ସମ୍ବର୍ଦ୍ଧିତ କରିବେ ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା । ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଛି ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳ । ଏଥିଲାଗି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହେଉଛି । ଆସନ୍ତାକାଲି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଉପସ୍ଥିତ ରହି ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ । ଏହି […]

ଭୁବନେଶ୍ବର: ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା । ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଛି ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳ । ଏଥିଲାଗି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହେଉଛି । ଆସନ୍ତାକାଲି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଉପସ୍ଥିତ ରହି ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ । ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ତଥା ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ଯକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

07 Jun 2022 By The Sakala

ଥୋମାସ କପ ବିଜୟୀ ଭାରତୀୟ ଦଳକୁ ଆସନ୍ତାକାଲି ସମ୍ବର୍ଦ୍ଧିତ କରିବେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା । ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଛି ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳ । ଏଥିଲାଗି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହେଉଛି । ଆସନ୍ତାକାଲି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଉପସ୍ଥିତ ରହି ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ । ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ତଥା ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ଯକ୍ରମ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର