ଆସନ୍ତା ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

The Sakala Picture
Published On

ଭୁବନେଶ୍ୱର : ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ନେଇ ପାଗ ଅନୁକୂଳ ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏବେ ମୌସୁମୀ ବାୟୁ ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳ ଛୁଇଁସାରିଲାଣି । ତେବେ ଯଦି ଆସନ୍ତା ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଏଁ ତେବେ ସାରା ରାଜ୍ୟରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର […]

ଭୁବନେଶ୍ୱର : ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ନେଇ ପାଗ ଅନୁକୂଳ ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏବେ ମୌସୁମୀ ବାୟୁ ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳ ଛୁଇଁସାରିଲାଣି । ତେବେ ଯଦି ଆସନ୍ତା ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଏଁ ତେବେ ସାରା ରାଜ୍ୟରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ପୁଣି କରୋନା ଛନକା: ଗଞ୍ଜାମରେ ଚିହ୍ନଟ ହେଲେ ନୂଆ କୋଭିଡ-୧୯ ଆକ୍ରାନ୍ତ !

ଅନ୍ୟପକ୍ଷରେ ଆସନ୍ତାକାଲିଠାରୁ ରାଜ୍ୟରେ କମିବ ତାପମାତ୍ରା । ଆରମ୍ଭ ହେବ ପ୍ରାକ୍ ମୌସୁମୀ ବର୍ଷା । ଉପକୂଳ ଓଡ଼ିଶାରେ ଗତକାଲିଠାରୁ ବଦଳିଛି ପାଗ । ଆକାଶ ମେଘାଚ୍ଛନ୍ନ ରହିବା ସହିତ ଗୁଳୁଗୁଳି କମିଛି । କିଛି ଜିଲ୍ଲାରେ ଝିପିଝିପି ବର୍ଷା ମଧ୍ୟ ହୋଇଛି । ଅନ୍ୟପଟେ ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ଭିତରେ କାଳବୈଶାଖୀ ବର୍ଷା ନେଇ ୮ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

11 Jun 2022 By The Sakala

ଆସନ୍ତା ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର : ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ନେଇ ପାଗ ଅନୁକୂଳ ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏବେ ମୌସୁମୀ ବାୟୁ ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳ ଛୁଇଁସାରିଲାଣି । ତେବେ ଯଦି ଆସନ୍ତା ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଏଁ ତେବେ ସାରା ରାଜ୍ୟରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅନ୍ୟପକ୍ଷରେ ଆସନ୍ତାକାଲିଠାରୁ ରାଜ୍ୟରେ କମିବ ତାପମାତ୍ରା । ଆରମ୍ଭ ହେବ ପ୍ରାକ୍ ମୌସୁମୀ ବର୍ଷା । ଉପକୂଳ ଓଡ଼ିଶାରେ ଗତକାଲିଠାରୁ ବଦଳିଛି ପାଗ । ଆକାଶ ମେଘାଚ୍ଛନ୍ନ ରହିବା ସହିତ ଗୁଳୁଗୁଳି କମିଛି । କିଛି ଜିଲ୍ଲାରେ ଝିପିଝିପି ବର୍ଷା ମଧ୍ୟ ହୋଇଛି । ଅନ୍ୟପଟେ ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ଭିତରେ କାଳବୈଶାଖୀ ବର୍ଷା ନେଇ ୮ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର