ମୁଖ୍ଯମନ୍ତ୍ରୀଙ୍କୁ ସାକ୍ଷାତ କଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

The Sakala Picture
Published On

ଭୁବନେଶ୍ବର: ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି।  ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ସୌରଭ। ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ଦେଖିବାକୁ ଆସିଥିବା ବେଳେ ଗାଙ୍ଗୁଲି ନବୀନଙ୍କୁ ଭେଟିଛନ୍ତି । ଉଭୟ ମଧ୍ୟ ସନ୍ଧ୍ୟାରେ ବାରବାଟୀ ଷ୍ଟାଡିୟମରେ ମ୍ୟାଚ ଦେଖିବେ। ତେବେ ଏହା ପୂର୍ବରୁ ଉଭୟ ପରସ୍ପରକୁ ସାକ୍ଷାତ କରିଛନ୍ତି । ସୌରଭ ଗାଙ୍ଗୁଲିଙ୍କୁ ଓଡ଼ିଶା ଲେଖାଥିବା ଜର୍ସି ଉପହାର ଦେଇଛନ୍ତି ନବୀନ ପଟ୍ଟନାୟକ। ଏହି ସୌଜନ୍ୟମୂଳକ ସାକ୍ଷାତ […]

ଭୁବନେଶ୍ବର: ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି।  ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ସୌରଭ। ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ଦେଖିବାକୁ ଆସିଥିବା ବେଳେ ଗାଙ୍ଗୁଲି ନବୀନଙ୍କୁ ଭେଟିଛନ୍ତି । ଉଭୟ ମଧ୍ୟ ସନ୍ଧ୍ୟାରେ ବାରବାଟୀ ଷ୍ଟାଡିୟମରେ ମ୍ୟାଚ ଦେଖିବେ। ତେବେ ଏହା ପୂର୍ବରୁ ଉଭୟ ପରସ୍ପରକୁ ସାକ୍ଷାତ କରିଛନ୍ତି । ସୌରଭ ଗାଙ୍ଗୁଲିଙ୍କୁ ଓଡ଼ିଶା ଲେଖାଥିବା ଜର୍ସି ଉପହାର ଦେଇଛନ୍ତି ନବୀନ ପଟ୍ଟନାୟକ। ଏହି ସୌଜନ୍ୟମୂଳକ ସାକ୍ଷାତ ସମୟରେ ୫ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ସୂଚନା ଅନୁଯାୟୀ, ଆଜି ବାରବାଟୀରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

12 Jun 2022 By The Sakala

ମୁଖ୍ଯମନ୍ତ୍ରୀଙ୍କୁ ସାକ୍ଷାତ କଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

ଭୁବନେଶ୍ବର: ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି।  ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ସୌରଭ। ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ଦେଖିବାକୁ ଆସିଥିବା ବେଳେ ଗାଙ୍ଗୁଲି ନବୀନଙ୍କୁ ଭେଟିଛନ୍ତି । ଉଭୟ ମଧ୍ୟ ସନ୍ଧ୍ୟାରେ ବାରବାଟୀ ଷ୍ଟାଡିୟମରେ ମ୍ୟାଚ ଦେଖିବେ। ତେବେ ଏହା ପୂର୍ବରୁ ଉଭୟ ପରସ୍ପରକୁ ସାକ୍ଷାତ କରିଛନ୍ତି । ସୌରଭ ଗାଙ୍ଗୁଲିଙ୍କୁ ଓଡ଼ିଶା ଲେଖାଥିବା ଜର୍ସି ଉପହାର ଦେଇଛନ୍ତି ନବୀନ ପଟ୍ଟନାୟକ। ଏହି ସୌଜନ୍ୟମୂଳକ ସାକ୍ଷାତ ସମୟରେ ୫ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ।

ସୂଚନା ଅନୁଯାୟୀ, ଆଜି ବାରବାଟୀରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର