ବାରବାଟୀ ଟି-୨୦: ଘଣ୍ଟି ବଜାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉତ୍ସାହର ସହ ଆରମ୍ଭ ହେଲା ଖେଳ

The Sakala Picture
Published On

ଭୁବନେଶ୍ବର: ବାରବାଟୀରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।। ଦର୍ଶକଙ୍କ ଭିଡରେ ଭରି ରହିଛି ପୁରା ଷ୍ଟାଡିୟମ । ଆଉ ଚାରିଆଡେ ରୋମାଞ୍ଚକର ମ୍ୟାଚ ପାଇଁ କ୍ରିକେଟ ପ୍ରେମୀଙ୍କ ମନ ଭିତରେ ଭରିରହିଛି ଉତ୍ସାହ ଓ ଉତ୍କଣ୍ଠା । ଟସ୍ ଜିତି ଦକ୍ଷିଣ ଆଫ୍ରିକା ଫିଲ୍ଡିଂ ନିଷ୍ପତ୍ତି ନେଇଛି। ଭାରତ ଟିମ୍ ପ୍ରଥମେ ବ୍ୟାଟିଂ କରୁଛି। ଅତ୍ୟନ୍ତ ଉତ୍ସାହର ସହ ଆରମ୍ଭ ହୋଇଛି ଖେଳ । ଭାରତ ଓ ଦକ୍ଷିଣ […]

ଭୁବନେଶ୍ବର: ବାରବାଟୀରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।। ଦର୍ଶକଙ୍କ ଭିଡରେ ଭରି ରହିଛି ପୁରା ଷ୍ଟାଡିୟମ । ଆଉ ଚାରିଆଡେ ରୋମାଞ୍ଚକର ମ୍ୟାଚ ପାଇଁ କ୍ରିକେଟ ପ୍ରେମୀଙ୍କ ମନ ଭିତରେ ଭରିରହିଛି ଉତ୍ସାହ ଓ ଉତ୍କଣ୍ଠା । ଟସ୍ ଜିତି ଦକ୍ଷିଣ ଆଫ୍ରିକା ଫିଲ୍ଡିଂ ନିଷ୍ପତ୍ତି ନେଇଛି। ଭାରତ ଟିମ୍ ପ୍ରଥମେ ବ୍ୟାଟିଂ କରୁଛି। ଅତ୍ୟନ୍ତ ଉତ୍ସାହର ସହ ଆରମ୍ଭ ହୋଇଛି ଖେଳ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହୋଇଛି ଟି-ଟ୍ବେଣ୍ଟି ବ୍ୟାଟେଲ ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

12 Jun 2022 By The Sakala

ବାରବାଟୀ ଟି-୨୦: ଘଣ୍ଟି ବଜାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉତ୍ସାହର ସହ ଆରମ୍ଭ ହେଲା ଖେଳ

ଭୁବନେଶ୍ବର: ବାରବାଟୀରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।। ଦର୍ଶକଙ୍କ ଭିଡରେ ଭରି ରହିଛି ପୁରା ଷ୍ଟାଡିୟମ । ଆଉ ଚାରିଆଡେ ରୋମାଞ୍ଚକର ମ୍ୟାଚ ପାଇଁ କ୍ରିକେଟ ପ୍ରେମୀଙ୍କ ମନ ଭିତରେ ଭରିରହିଛି ଉତ୍ସାହ ଓ ଉତ୍କଣ୍ଠା । ଟସ୍ ଜିତି ଦକ୍ଷିଣ ଆଫ୍ରିକା ଫିଲ୍ଡିଂ ନିଷ୍ପତ୍ତି ନେଇଛି। ଭାରତ ଟିମ୍ ପ୍ରଥମେ ବ୍ୟାଟିଂ କରୁଛି। ଅତ୍ୟନ୍ତ ଉତ୍ସାହର ସହ ଆରମ୍ଭ ହୋଇଛି ଖେଳ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହୋଇଛି ଟି-ଟ୍ବେଣ୍ଟି ବ୍ୟାଟେଲ ।

https://www.thesakala.in/latest-odisha-news/barabati-t20-cm-naveen-patnaik-inaugurates-the-ringing-the-bell/article-12388
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର