ପେନସନ ପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ପଞ୍ଝାରେ ପଡିଲେ ବଡସାହି ବ୍ଲକ ଶିକ୍ଷା ଅଧିକାରୀଙ୍କ କିରାଣୀ

The Sakala Picture
Published On

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବଡସାହି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ ବିକ୍ରମ ବେହେରା ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ପେନସନ ଟଙ୍କା କାଗଜପତ୍ର ପ୍ରସ୍ତୁତ ପାଇଁ ୧୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି । ତାଙ୍କ ଠାରୁ କେମିକାଲ ବୋଳା ଟଙ୍କା ଜବତ କରାଯାଇଛି । ବାରିପଦା ଶିକ୍ଷା ଜିଲ୍ଲା ଅଧିକାରୀଙ୍କ କାର୍ଯାଳୟରୁ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି ପଚରାଉଚରା କରୁଛି । ଟିକରପଡା ପ୍ରାଥମିକ ସ୍କୁଲରୁ ୨୦୧୬ ମସିହାରେ […]

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବଡସାହି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ ବିକ୍ରମ ବେହେରା ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ପେନସନ ଟଙ୍କା କାଗଜପତ୍ର ପ୍ରସ୍ତୁତ ପାଇଁ ୧୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି । ତାଙ୍କ ଠାରୁ କେମିକାଲ ବୋଳା ଟଙ୍କା ଜବତ କରାଯାଇଛି । ବାରିପଦା ଶିକ୍ଷା ଜିଲ୍ଲା ଅଧିକାରୀଙ୍କ କାର୍ଯାଳୟରୁ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି ପଚରାଉଚରା କରୁଛି ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

ଟିକରପଡା ପ୍ରାଥମିକ ସ୍କୁଲରୁ ୨୦୧୬ ମସିହାରେ ଅବସର ଗ୍ରହଣ କରିଥିବା ଶିକ୍ଷକ ବିଶିକେସନ ଗୋଚ୍ଛାୟତ ପେନସନ କାଗଜପତ୍ର ପାଇଁ ବାରମ୍ବାର ଦୌଡ଼ି ଦୌଡ଼ି ନିରାଶ ହେବା ଭିଜିଲାନ୍ସର ଆଶ୍ରୟ ନେଇଥିଲେ ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ଆଜି ନେବ ଅବପାତର ରୂପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର