ମୌସୁମୀ ଅଗ୍ରସର ପାଇଁ ବାଟ ଫିଟାଉଛି ପ୍ରାକ-ମୌସୁମୀ ବର୍ଷା, ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ମୌସୁମୀ ଅଗ୍ରସର ପାଇଁ ବାଟ ଫିଟାଉଛି ପ୍ରାକ-ମୌସୁମୀ ବର୍ଷା । ଆଜିଠାରୁ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ୭ ରୁ ୧୧ ସେମି ଓ ଆଉ କିଛି ସ୍ଥାନରେ ୧୧ ରୁ ୨୦ ସେମି ବର୍ଷା ସମ୍ଭାବନା ରହିଛି । ଏ ନେଇ ଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ୨୪ […]

ଭୁବନେଶ୍ୱର: ରାଜ୍ଯରେ ମୌସୁମୀ ଅଗ୍ରସର ପାଇଁ ବାଟ ଫିଟାଉଛି ପ୍ରାକ-ମୌସୁମୀ ବର୍ଷା । ଆଜିଠାରୁ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ୭ ରୁ ୧୧ ସେମି ଓ ଆଉ କିଛି ସ୍ଥାନରେ ୧୧ ରୁ ୨୦ ସେମି ବର୍ଷା ସମ୍ଭାବନା ରହିଛି । ଏ ନେଇ ଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ସୂଚନା ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ରାଜ୍ଯରେ ଅତି ପ୍ରବଳ ବର୍ଷା ନେଇ ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ ଓ ମୟୁରଭଞ୍ଜକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ୩ ଦିନ ତଳେ ଓଡିଶା ଛୁଇଁଥିବା ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ ଅନୁକୂଳ ରହିଛି । ୨ ରୁ ୩ ଦିନ ମଧ୍ୟରେ ଓଡ଼ିଶାର ଅନ୍ୟ ଅଞ୍ଚଳକୁ ଛୁଇଁବ ମୌସୁମୀ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

19 Jun 2022 By The Sakala

ମୌସୁମୀ ଅଗ୍ରସର ପାଇଁ ବାଟ ଫିଟାଉଛି ପ୍ରାକ-ମୌସୁମୀ ବର୍ଷା, ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ମୌସୁମୀ ଅଗ୍ରସର ପାଇଁ ବାଟ ଫିଟାଉଛି ପ୍ରାକ-ମୌସୁମୀ ବର୍ଷା । ଆଜିଠାରୁ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ୭ ରୁ ୧୧ ସେମି ଓ ଆଉ କିଛି ସ୍ଥାନରେ ୧୧ ରୁ ୨୦ ସେମି ବର୍ଷା ସମ୍ଭାବନା ରହିଛି । ଏ ନେଇ ଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ରାଜ୍ଯରେ ଅତି ପ୍ରବଳ ବର୍ଷା ନେଇ ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ ଓ ମୟୁରଭଞ୍ଜକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ୩ ଦିନ ତଳେ ଓଡିଶା ଛୁଇଁଥିବା ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ ଅନୁକୂଳ ରହିଛି । ୨ ରୁ ୩ ଦିନ ମଧ୍ୟରେ ଓଡ଼ିଶାର ଅନ୍ୟ ଅଞ୍ଚଳକୁ ଛୁଇଁବ ମୌସୁମୀ ।

https://www.thesakala.in/latest-odisha-news/weather-update-odisha-yellow-warnings-for-heavy-rains-in-five-districts/article-12603
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର