ବିଜେଡିରେ ଯୋଗଦେଲେ ମିନତୀ ପଟ୍ଟନାୟକ, ପୂର୍ବରୁ କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଦାନ କରି ଚର୍ଚ୍ଚାରେ ଥିଲେ

The Sakala Picture
Published On

କଟକ: କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ରିକ୍ସା ଚାଳକଙ୍କ ନାମରେ ଲେଖି ଦେଇଥିବା କଟକ ସୂତାହାଟ ଅଞ୍ଚଳର ମହିଳା ମିନତୀ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଛନ୍ତି । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ଏହି ଅବସରରେ ଓଡ଼ିଶା ମୋ ପରିବାର କଟକ ସିଟି ସଂଯୋଜକ ରଞ୍ଜନ ବିଶ୍ୱାଳ ଉପସ୍ଥିତ ଥିଲେ । ମିନତୀ ଜଣେ […]

କଟକ: କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ରିକ୍ସା ଚାଳକଙ୍କ ନାମରେ ଲେଖି ଦେଇଥିବା କଟକ ସୂତାହାଟ ଅଞ୍ଚଳର ମହିଳା ମିନତୀ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଛନ୍ତି । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ଏହି ଅବସରରେ ଓଡ଼ିଶା ମୋ ପରିବାର କଟକ ସିଟି ସଂଯୋଜକ ରଞ୍ଜନ ବିଶ୍ୱାଳ ଉପସ୍ଥିତ ଥିଲେ । ମିନତୀ ଜଣେ ଉଚ୍ଚଶି୭ିତା ହୋଇଥିବାବେଳେ ରୋଗରେ ସ୍ୱାମୀଙ୍କ ଦେହାନ୍ତ ଘଟିଥିଲା । ସେପଟେ ମିନତୀଙ୍କ ସେବା ଶୁସ୍ରୁଶା କରିଆସୁଥିବା ଜଣେ ରିକ୍ସା ଚାଲକଙ୍କୁ ତାଙ୍କର ସମସ୍ତ ସମ୍ପତ୍ତି ହସ୍ତାନ୍ତର କରିଥିଲେ । ଯାହା ରାଜ୍ୟରେ ପ୍ରମୁଖ ଖବର ପାଲଟିଥିଲା ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

21 Jun 2022 By The Sakala

ବିଜେଡିରେ ଯୋଗଦେଲେ ମିନତୀ ପଟ୍ଟନାୟକ, ପୂର୍ବରୁ କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଦାନ କରି ଚର୍ଚ୍ଚାରେ ଥିଲେ

କଟକ: କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ରିକ୍ସା ଚାଳକଙ୍କ ନାମରେ ଲେଖି ଦେଇଥିବା କଟକ ସୂତାହାଟ ଅଞ୍ଚଳର ମହିଳା ମିନତୀ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଛନ୍ତି । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ଏହି ଅବସରରେ ଓଡ଼ିଶା ମୋ ପରିବାର କଟକ ସିଟି ସଂଯୋଜକ ରଞ୍ଜନ ବିଶ୍ୱାଳ ଉପସ୍ଥିତ ଥିଲେ । ମିନତୀ ଜଣେ ଉଚ୍ଚଶି୭ିତା ହୋଇଥିବାବେଳେ ରୋଗରେ ସ୍ୱାମୀଙ୍କ ଦେହାନ୍ତ ଘଟିଥିଲା । ସେପଟେ ମିନତୀଙ୍କ ସେବା ଶୁସ୍ରୁଶା କରିଆସୁଥିବା ଜଣେ ରିକ୍ସା ଚାଲକଙ୍କୁ ତାଙ୍କର ସମସ୍ତ ସମ୍ପତ୍ତି ହସ୍ତାନ୍ତର କରିଥିଲେ । ଯାହା ରାଜ୍ୟରେ ପ୍ରମୁଖ ଖବର ପାଲଟିଥିଲା ।

https://www.thesakala.in/latest-odisha-news/minati-patnaik-from-ctc-joining-bjd-presence-of-bjd-organising-secretary-pranab-prakash-das/article-12652
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର