ରାଷ୍ଟ୍ରପତି ନିର୍ବାଚନ: ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ପ୍ରସ୍ତାବକ ରହିବେ ଦୁଇ ବିଜେଡି ମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିବେ । ନାମାଙ୍କନ ପତ୍ର ଦାଖଲ ସମୟରେ ନୂଆଦିଲ୍ଲୀରେ ଉପସ୍ଥିତ ରହିବେ ବିଜେଡିର ଦୁଇ ମନ୍ତ୍ରୀ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ ବେଳେ ପ୍ରସ୍ତାବକ ରହିବେ ବିଜେଡିର ଦୁଇ କ୍ୟାବିନେଟ୍ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ । ଏହି ଦୁଇ ମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ରରେ ସ୍ବାକ୍ଷର […]

ନୂଆଦିଲ୍ଲୀ: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିବେ । ନାମାଙ୍କନ ପତ୍ର ଦାଖଲ ସମୟରେ ନୂଆଦିଲ୍ଲୀରେ ଉପସ୍ଥିତ ରହିବେ ବିଜେଡିର ଦୁଇ ମନ୍ତ୍ରୀ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ ବେଳେ ପ୍ରସ୍ତାବକ ରହିବେ ବିଜେଡିର ଦୁଇ କ୍ୟାବିନେଟ୍ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ । ଏହି ଦୁଇ ମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ରରେ ସ୍ବାକ୍ଷର କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

ନାମାଙ୍କନ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଫୋନ୍ ଯୋଗେ କଥା ହୋଇଥିଲେ । ନାମାଙ୍କନ ଉତ୍ସବରେ ଉପସ୍ଥିତ ରହିବା ପାଇଁ କହିଥିଲେ । ସମର୍ଥନ ଜଣାଇ ନବୀନ ନିଜ କ୍ୟାବିନେଟର ଦୁଇ ମନ୍ତ୍ରୀଙ୍କୁ ନାମାନଙ୍କନ ସମୟରେ ଉପସ୍ଥିତ ରହିବା ସହ ନାମାଙ୍କନ ପତ୍ରରେ ସ୍ବାକ୍ଷର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

କ୍ୟାବିନେଟର ଦୁଇ ମନ୍ତ୍ରୀ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରସ୍ତାବକ ଭାବେ ସ୍ବାକ୍ଷର କରିଛନ୍ତି । ଦୁଇ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସରକା ଏବଂ ଟୁକୁନି ସାହୁ ନାମାଙ୍କନ ପତ୍ରରେ ସ୍ବାକ୍ଷର କରିଛନ୍ତି । ଏହି ଅବସରରେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ମଧ୍ୟ ଉପସ୍ଥିତ ଥିଲେ । ଦୁଇ ମନ୍ତ୍ରୀ ଆସନ୍ତାକାଲି ନାମାଙ୍କନ ଦାଖଲ ସମୟରେ ମଧ୍ୟ ଉପସ୍ଥିତ ରହିବେ । ସୂଚନାଯୋଗ୍ୟ ଗତ କାଲି ବିଜେଡି ସୁପ୍ରିମୋ ନବୀନ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବେ ବୋଲି ଘୋଷଣା କରିଥିଲେ ।

ଆହୁରି ପଢ଼ନ୍ତୁ: ଅନୈତିକ କାର୍ଯ୍ୟରେ ଲିପ୍ତ ସେବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସେବାରୁ ନିଲମ୍ବନ, ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା

23 Jun 2022 By The Sakala

ରାଷ୍ଟ୍ରପତି ନିର୍ବାଚନ: ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ପ୍ରସ୍ତାବକ ରହିବେ ଦୁଇ ବିଜେଡି ମନ୍ତ୍ରୀ

ନୂଆଦିଲ୍ଲୀ: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିବେ । ନାମାଙ୍କନ ପତ୍ର ଦାଖଲ ସମୟରେ ନୂଆଦିଲ୍ଲୀରେ ଉପସ୍ଥିତ ରହିବେ ବିଜେଡିର ଦୁଇ ମନ୍ତ୍ରୀ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ ବେଳେ ପ୍ରସ୍ତାବକ ରହିବେ ବିଜେଡିର ଦୁଇ କ୍ୟାବିନେଟ୍ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ । ଏହି ଦୁଇ ମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ରରେ ସ୍ବାକ୍ଷର କରିଛନ୍ତି ।

ନାମାଙ୍କନ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଫୋନ୍ ଯୋଗେ କଥା ହୋଇଥିଲେ । ନାମାଙ୍କନ ଉତ୍ସବରେ ଉପସ୍ଥିତ ରହିବା ପାଇଁ କହିଥିଲେ । ସମର୍ଥନ ଜଣାଇ ନବୀନ ନିଜ କ୍ୟାବିନେଟର ଦୁଇ ମନ୍ତ୍ରୀଙ୍କୁ ନାମାନଙ୍କନ ସମୟରେ ଉପସ୍ଥିତ ରହିବା ସହ ନାମାଙ୍କନ ପତ୍ରରେ ସ୍ବାକ୍ଷର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

କ୍ୟାବିନେଟର ଦୁଇ ମନ୍ତ୍ରୀ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରସ୍ତାବକ ଭାବେ ସ୍ବାକ୍ଷର କରିଛନ୍ତି । ଦୁଇ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସରକା ଏବଂ ଟୁକୁନି ସାହୁ ନାମାଙ୍କନ ପତ୍ରରେ ସ୍ବାକ୍ଷର କରିଛନ୍ତି । ଏହି ଅବସରରେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ମଧ୍ୟ ଉପସ୍ଥିତ ଥିଲେ । ଦୁଇ ମନ୍ତ୍ରୀ ଆସନ୍ତାକାଲି ନାମାଙ୍କନ ଦାଖଲ ସମୟରେ ମଧ୍ୟ ଉପସ୍ଥିତ ରହିବେ । ସୂଚନାଯୋଗ୍ୟ ଗତ କାଲି ବିଜେଡି ସୁପ୍ରିମୋ ନବୀନ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବେ ବୋଲି ଘୋଷଣା କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର