ରାଜ୍ଯରେ ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ଆଜି ୫୮୮ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୦୫ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫୦୦ ପାର କଲାଣି। ରାଜ୍ଯରୁ ୫୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୩୪୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୪୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୩,୮୫୬ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୦୫ ଜଣ ରହିଥିବା ଜଣାପଡ଼ିଛି। ଏ […]

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫୦୦ ପାର କଲାଣି। ରାଜ୍ଯରୁ ୫୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୩୪୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୪୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୩,୮୫୬ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୦୫ ଜଣ ରହିଥିବା ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପ୍ରସଙ୍ଗରେ ନବୀନଙ୍କ କଡ଼ା ସମାଲୋଚନା: ଓଡ଼ିଶାର ନ୍ୟାଯ୍ୟ ଅଧିକାର ସହ ସାଲିସ୍‌ କରିଛି ରାଜ୍ୟ ବିଜେପି

ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୨୧, ଭଦ୍ରକରୁ ୯ ଜଣ, ବଲାଙ୍ଗିରରୁ ୧୧ ଜଣ, କଟକରୁ ୩୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୩୧ ଜଣ, କଳାହାଣ୍ଡିରୁ ୬୪ ଜଣ, କନ୍ଧମାଳରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

ସେହିପରି କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୯ ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୮ ଜଣ, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୨୯ ଜଣ, ପୁରୀରୁ ୨୪ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୨୮ ଜଣ, ସୋନପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୮୪ ଜଣ ଓ ଷ୍ଟେଟ୍ ପୁଲରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP ଜାରି, ଗଣନାକାରୀ ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ

06 Apr 2021 By The Sakala

ରାଜ୍ଯରେ ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ଆଜି ୫୮୮ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୦୫ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫୦୦ ପାର କଲାଣି। ରାଜ୍ଯରୁ ୫୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୩୪୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୪୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୩,୮୫୬ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୦୫ ଜଣ ରହିଥିବା ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୨୧, ଭଦ୍ରକରୁ ୯ ଜଣ, ବଲାଙ୍ଗିରରୁ ୧୧ ଜଣ, କଟକରୁ ୩୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୩୧ ଜଣ, କଳାହାଣ୍ଡିରୁ ୬୪ ଜଣ, କନ୍ଧମାଳରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୯ ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୮ ଜଣ, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୨୯ ଜଣ, ପୁରୀରୁ ୨୪ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୨୮ ଜଣ, ସୋନପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୮୪ ଜଣ ଓ ଷ୍ଟେଟ୍ ପୁଲରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର