ବଢୁଛି କରୋନା ଗ୍ରାଫ୍ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ଜଣ ସଂକ୍ରମିତ ରହିଛନ୍ତି। ଆଜି ରାଜ୍ୟର ୧୦ଟି ଜିଲ୍ଲାରୁ ୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି […]

ଭୁବନେଶ୍ବର : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ଜଣ ସଂକ୍ରମିତ ରହିଛନ୍ତି। ଆଜି ରାଜ୍ୟର ୧୦ଟି ଜିଲ୍ଲାରୁ ୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଆଜି ଚିହ୍ନଟ ହୋଇଥିବା ୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୮୯, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨, ୭୯, ୬୯୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨,୦୪୪,୫୦୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

27 Jun 2022 By The Sakala

ବଢୁଛି କରୋନା ଗ୍ରାଫ୍ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ଜଣ ସଂକ୍ରମିତ ରହିଛନ୍ତି। ଆଜି ରାଜ୍ୟର ୧୦ଟି ଜିଲ୍ଲାରୁ ୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଆଜି ଚିହ୍ନଟ ହୋଇଥିବା ୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୮୯, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨, ୭୯, ୬୯୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨,୦୪୪,୫୦୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

https://www.thesakala.in/latest-odisha-news/69-new-covid-19-positive-cases-in-odisha/article-12818
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର