ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଆସିଲା ରାଇମୋହନଙ୍କ ପୋଷ୍ଟମର୍ଟମ ରିପୋର୍ଟ; ଶ୍ୱାସରୁଦ୍ଧରୁ ମୃତ୍ୟୁ, ବେକରେ ରହିଛି କ୍ଷତ ଚିହ୍ନ

The Sakala Picture
Published On

ଭୁବନେଶ୍ୱର: ଆସିଲା ଅଭିନେତା ରାଇମୋହନ ପରିଡାଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧ ଯୋଗୁଁ ହୋଇଛି ରାଇମୋହନଙ୍କ ମୃତ୍ୟୁ। କମିଶନରେଟ୍‌ ପୋଲିସର ହସ୍ତଗତ ହୋଇଛି ଅଭିନେତା ରାଇମୋହନ ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ। ରିପୋର୍ଟରେ ଶ୍ୱାସରୁଦ୍ଧ ହୋଇ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଗଳାରେ ରସି ଲଗାଇବାରୁ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଛି। ତାଙ୍କ ବେକରେ କ୍ଷତ ଚିହ୍ନ ରହିଛି। ପୋଷ୍ଟମର୍ଟମ ସମ୍ପର୍କରେ କ୍ୟାପିଟାଲ ହସ୍‌ପିଟାଲ ପକ୍ଷରୁ ମିଳିଛି ସୂଚନା । ସୂଚନାଯୋଗ୍ୟ, ଗତ ଶୁକ୍ରବାର ମଧ୍ୟାହ୍ନରେ ରାଇମୋହନ […]

ଭୁବନେଶ୍ୱର: ଆସିଲା ଅଭିନେତା ରାଇମୋହନ ପରିଡାଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧ ଯୋଗୁଁ ହୋଇଛି ରାଇମୋହନଙ୍କ ମୃତ୍ୟୁ। କମିଶନରେଟ୍‌ ପୋଲିସର ହସ୍ତଗତ ହୋଇଛି ଅଭିନେତା ରାଇମୋହନ ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ। ରିପୋର୍ଟରେ ଶ୍ୱାସରୁଦ୍ଧ ହୋଇ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଗଳାରେ ରସି ଲଗାଇବାରୁ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଛି। ତାଙ୍କ ବେକରେ କ୍ଷତ ଚିହ୍ନ ରହିଛି। ପୋଷ୍ଟମର୍ଟମ ସମ୍ପର୍କରେ କ୍ୟାପିଟାଲ ହସ୍‌ପିଟାଲ ପକ୍ଷରୁ ମିଳିଛି ସୂଚନା ।

ଆହୁରି ପଢ଼ନ୍ତୁ: ତ୍ରୀକୋଣୀୟ ପ୍ରେମକୁ ନେଇ ବିଚ୍ ରାସ୍ତାରେ ଦ୍ୱିତୀୟ ପ୍ରେମିକର ମାଆ ଓ ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ପ୍ରଥମ ପ୍ରେମିକ

ସୂଚନାଯୋଗ୍ୟ, ଗତ ଶୁକ୍ରବାର ମଧ୍ୟାହ୍ନରେ ରାଇମୋହନ ନିଜ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ । ଭୁବନେଶ୍ୱରସ୍ଥିତ ପ୍ରାଚୀ ବିହାରରେ ଥିବା ନିଜ ବାସଭବନରୁ ମିଳିଥିଲା ରାଇମୋହନଙ୍କ ଝୁଲନ୍ତା ମୃତଦେହ । ରାଇମୋହନଙ୍କ ମୃତ୍ୟୁ ପାଇଁ କିଏ ଦାୟୀ ? କାହିଁକି ଆତ୍ମହତ୍ୟା କଲେ ରାଇମୋହନ? ସେ କେଉଁ ପରିସ୍ଥିତିରେ ଏଭଳି ଚରମ ନିଷ୍ପତ୍ତି ନେଲେ ସେ ନେଇ ଖୋଳତାଡ଼ କରୁଛି ପୁଲିସ । କୌଣସି ପାରିବାରିକ ଅଶାନ୍ତି ଯୋଗୁଁ ଏଭଳି ଆତ୍ମହତ୍ୟା କଲେ କି ରାଇମୋହନ? ଏ ସବୁ ଦିଗକୁ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରୁଛି କମିଶନରେଟ ପୁଲିସ । ତେବେ ଘଟଣା ଏବେ କେଉଁ ମୋଡ ନେଉଛି ନା ପୁଲିସକୁ କିଛି ସୁରାଗ ମିଳୁଛି ତାହା ଉପରେ ସମସ୍ତଙ୍କ ନଜର । ଆଉ ଏବେ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ଏଥିରେ ରାଇମୋହନ ଆତ୍ମହତ୍ୟାଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁବରଣ କରିଥିବା ସୂଚନା ରହିଛି । ଗଳାରେ ରଶି ଲଗାଇବା କାରଣରୁ ଶ୍ବାସରୁଦ୍ଧା ହୋଇଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ନୟାପଲ୍ଲୀ ଥାନା ପୋଲିସ ହାତରେ ବାଇକ ଲୁଟେରା ଗ୍ୟାଙ୍ଗ; ୩ଗିରଫ, ୧୫ ଗାଡି ଜବତ

28 Jun 2022 By The Sakala

ଆସିଲା ରାଇମୋହନଙ୍କ ପୋଷ୍ଟମର୍ଟମ ରିପୋର୍ଟ; ଶ୍ୱାସରୁଦ୍ଧରୁ ମୃତ୍ୟୁ, ବେକରେ ରହିଛି କ୍ଷତ ଚିହ୍ନ

ଭୁବନେଶ୍ୱର: ଆସିଲା ଅଭିନେତା ରାଇମୋହନ ପରିଡାଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧ ଯୋଗୁଁ ହୋଇଛି ରାଇମୋହନଙ୍କ ମୃତ୍ୟୁ। କମିଶନରେଟ୍‌ ପୋଲିସର ହସ୍ତଗତ ହୋଇଛି ଅଭିନେତା ରାଇମୋହନ ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ। ରିପୋର୍ଟରେ ଶ୍ୱାସରୁଦ୍ଧ ହୋଇ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଗଳାରେ ରସି ଲଗାଇବାରୁ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଛି। ତାଙ୍କ ବେକରେ କ୍ଷତ ଚିହ୍ନ ରହିଛି। ପୋଷ୍ଟମର୍ଟମ ସମ୍ପର୍କରେ କ୍ୟାପିଟାଲ ହସ୍‌ପିଟାଲ ପକ୍ଷରୁ ମିଳିଛି ସୂଚନା ।

ସୂଚନାଯୋଗ୍ୟ, ଗତ ଶୁକ୍ରବାର ମଧ୍ୟାହ୍ନରେ ରାଇମୋହନ ନିଜ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ । ଭୁବନେଶ୍ୱରସ୍ଥିତ ପ୍ରାଚୀ ବିହାରରେ ଥିବା ନିଜ ବାସଭବନରୁ ମିଳିଥିଲା ରାଇମୋହନଙ୍କ ଝୁଲନ୍ତା ମୃତଦେହ । ରାଇମୋହନଙ୍କ ମୃତ୍ୟୁ ପାଇଁ କିଏ ଦାୟୀ ? କାହିଁକି ଆତ୍ମହତ୍ୟା କଲେ ରାଇମୋହନ? ସେ କେଉଁ ପରିସ୍ଥିତିରେ ଏଭଳି ଚରମ ନିଷ୍ପତ୍ତି ନେଲେ ସେ ନେଇ ଖୋଳତାଡ଼ କରୁଛି ପୁଲିସ । କୌଣସି ପାରିବାରିକ ଅଶାନ୍ତି ଯୋଗୁଁ ଏଭଳି ଆତ୍ମହତ୍ୟା କଲେ କି ରାଇମୋହନ? ଏ ସବୁ ଦିଗକୁ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରୁଛି କମିଶନରେଟ ପୁଲିସ । ତେବେ ଘଟଣା ଏବେ କେଉଁ ମୋଡ ନେଉଛି ନା ପୁଲିସକୁ କିଛି ସୁରାଗ ମିଳୁଛି ତାହା ଉପରେ ସମସ୍ତଙ୍କ ନଜର । ଆଉ ଏବେ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ଏଥିରେ ରାଇମୋହନ ଆତ୍ମହତ୍ୟାଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁବରଣ କରିଥିବା ସୂଚନା ରହିଛି । ଗଳାରେ ରଶି ଲଗାଇବା କାରଣରୁ ଶ୍ବାସରୁଦ୍ଧା ହୋଇଥିବା ଜଣାପଡିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର